କ୍ୱିଭ୍ ଉପରେ ଆକ୍ରମଣ ସମୟରେ ରୁଷିଆ ଖବରଦାତାଙ୍କ ମୃତ୍ୟୁ

କ୍ୱିଭ,୨୪ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ଏକ ମାସ ପୂରଣ ହେବାକୁ ଯାଉଛି । ହେଲେ ଗୋଟିଏ ପଟେ ରୁଷିଆ ତା’ର ଜିଦରେ ଅଟଳ ରହିଥିବା ବେଳେ ୟୁକ୍ରେନ୍ ବି ମୁଣ୍ଡ ନୁଆଁଇବାକୁ ପ୍ରସ୍ତୁତ ନୁହେଁ । ଏଥିରେ ଉଭୟ ଦେଶର ବହୁ ଧନଜୀବନ ନଷ୍ଟ ହୋଇଥିବା ବେଳେ ଏହା ସାରା ବିଶ୍ୱରେ ପ୍ରଭାବ ପକାଇବା ଆରମ୍ଭ କଲାଣି ।
ଏଏଫପି ସମାଚାର ଏଜେନ୍ସିର ସୂଚନା ଅନୁଯାୟୀ, ରୁଷିଆ ଖବରଦାତା ଓକ୍ସାନା ବୌଲିନାଙ୍କର ରୁଷିଆ ସେନାଙ୍କ ଦ୍ୱାରା ୟୁକ୍ରେନ୍ ରାଜଧାନୀ କ୍ୱିଭ୍‌ର ଏକ ଆବାସିକ ଅଞ୍ଚଳରେ ଗୁଳିଗୋଳା ବର୍ଷଣ ସମୟରେ ମୃତ୍ୟୁ ହୋଇଛି । ବୌଲିନା ଖୋଜି ସମାଚାର ଆଉଟଲେଟ ଦ ଇନସାଇଡର ପାଇଁ କାମ କରୁଥିଲେ । ଆଉଟଲେଟ ବୁଧବାର ବୌଲାନାଙ୍କର ୟୁକ୍ରେନ୍‌-ରୁଷିଆ ଯୁଦ୍ଧରେ ମୃତ୍ୟୁ ହୋଇଥିବା ସୂଚନା ଦେଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri