ନିର୍ଦ୍ଦିଷ୍ଟ ତାରିଖରେ ଯୁଦ୍ଧ ଶେଷ କରିବାକୁ ଚାହୁଁଛି ରୁଷିଆ: ୟୁକ୍ରେନ୍‌

କ୍ୱିଭ୍‌,୨୫ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୩୦ ଦିନ ପୂରଣ ହୋଇଛି । ହେଲେ ଏପର୍ଯ୍ୟନ୍ତ ଦୁଇ ଦେଶଙ୍କ ମଧ୍ୟରେ ଯୁଦ୍ଧ ବିରତିକୁ ନେଇ କୌଣସି ସମାଧାନ ବାହାରି ପାରି ନାହିଁ । ରୁଷିଆ ପକ୍ଷରୁ ପ୍ରତିଦିନ ୟୁକ୍ରେନର ବଡ ବଡ ସହର ଉପରେ ଆକ୍ରମଣ କରାଯାଉଥିବା ବେଳେ ୟୁକ୍ରେନ୍ ବି ଏହାର ସାମ୍ନା କରି ଚାଲିଛି । ଇତିମଧ୍ୟରେ ୟୁକ୍ରେନ୍‌ର ଗୁଇନ୍ଦା ସଂସ୍ଥା ପକ୍ଷରୁ ମିଳିଥିବା ସୂଚନାରେ ୟୁକ୍ରେନ୍ ଦାବି କରିଛି ଯେ ରୁଷିଆ ଏକ ନିର୍ଦ୍ଦିଷ୍ଟ ତାରିଖରେ ଯୁଦ୍ଧ ଶେଷ କରିବାକୁ ଚାହୁଁଛି । ଆଉ ଏହି ତାରିଖ ହେଉଛି ମେ ୯ ତାରିଖ । ୟୁକ୍ରେନ୍ ଅଧିକାରୀ କହିଛନ୍ତି ୯ ମେ ହେଉଛି ସେହିଦିନ ଯେଉଁଦିନ ରୁଷିଆ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ନାଜିଙ୍କ ଉପରେ ବିଜୟ ହାସଲ କରି ନିଜର ବିଜୟ ଦିବସ ପାଳନ କରୁଛି । ଏହି ଦିନ ରୁଷିଆରେ କୌଣସି ଉତ୍ସବଠାରୁ କମ୍ ଭାବେ ପାଳନ କରାଯାଇ ନ ଥାଏ । ତେଣୁ ଅନୁମାନ କରାଯାଉଛି କି ରୁଷିଆ ପୁଣିଥରେ ମେ ୯ରେ ୟୁକ୍ରେନ୍ ଠାରୁ ବିଜୟି ହୋଇ ବିଜୟ ଦିବସ ପାଳନ କରିବା ଲକ୍ଷ୍ୟରେ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri