ୟୁକ୍ରେନରେ ରୁଷିଆ ସେନାର ଜୋର୍‌ଦାର ଆକ୍ରମଣ

କିଭ୍‌,୨ା୬: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ୩ ମାସ ଅତିକ୍ରମ କରିଥିଲେ ମଧ୍ୟ ଶେଷ ହେବାର ନାଁ ନେଉନି। ଆଗାମୀ ଦିନରେ, ଏହି ଯୁଦ୍ଧର ଫଳାଫଳ କ’ଣ ହେବ ତାହା ମଧ୍ୟ କହି ହେଉନାହିଁ। ରୁଷିଆ ସୈନ୍ୟମାନେ ଦକ୍ଷିଣ ଏବଂ ପୂର୍ବ ୟୁକ୍ରେନରେ ଜୋର୍‌ଦାର ଆକ୍ରମଣ ଜାରି ରଖିଛନ୍ତି।

ପୁଟିନ୍‌ କହିଛନ୍ତି, ବର୍ତ୍ତମାନ ମାରିଉପୋଲ ତାଙ୍କ ଅଧୀନରେ ରହିଛି। ଲୁହାନସ୍କ ଅଞ୍ଚଳର ୮୦ ପ୍ରତିଶତ ନିୟନ୍ତ୍ରଣକୁ ନେଇଛନ୍ତି। ଧ୍ୱଂସପ୍ରାପ୍ତ ୟୁକ୍ରେନ ସହର ମାରିଉପୋଲ ବାହାରେ ଏକ ଜନ ସମାଧି ବା କବର ମଳିଛି। କୁହାଯାଉଛି, ଏହାର ଲମ୍ବ ୪୫ ମିଟର ଏବଂ ଚଉଡ଼ା ୨୫ ମିଟର। ଏହି କବରଟି ମାରିଉପୋଲର ଅତି କମ୍‌ରେ ୧୦୦୦ ଲୋକଙ୍କ ମୃତଦେହ ରହିପାରିବ।

ୟୁକ୍ରେନ ରାଷ୍ଟ୍ରପତି ଜେଲେନ୍‌ସ୍କି କହିଛନ୍ତି, ପ୍ରତିଦିନ ଯୁଦ୍ଧରେ ୬୦ରୁ ୧୦୦ ୟୁକ୍ରେନ ସୈନିକଙ୍କ ମୃତ୍ୟୁ ହେଉଥିବା ବେଳେ ୫୦୦ରୁ ଅଧିକ ସୈନ୍ୟ ଆହତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri