ଭୟଙ୍କର ସ୍ଥିତିରେ ରୁଷିଆ-ୟୁକ୍ରେନ ଯୁଦ୍ଧ

ମସ୍କୋ,୨୧ା୯: ରୁଷିଆ-ୟୁକ୍ରେନ ଯୁଦ୍ଧ ବର୍ତ୍ତମାନ ଭୟଙ୍କର ଅବସ୍ଥାରେ ପହଞ୍ଚିଛି। ଏହି ଯୁଦ୍ଧକୁ ନେଇ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଆକ୍ରମଣାତ୍ମକ ହୋଇପଡ଼ିଛନ୍ତି। ଯୁଦ୍ଧ ମଧ୍ୟରେ ରାଷ୍ଟ୍ରପତି ଆଂଶିକ ସାମରିକ ସଂଗ୍ରହ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ସେ ପାଶ୍ଚାତ୍ୟ ଦେଶ ଏବଂ ଆମେରିକାକୁ କଠୋର ଚେତାବନୀ ଦେଇଛନ୍ତି। ଏଭଳି ପରିସ୍ଥିତିରେ ପୁଟିନ ଯୁଦ୍ଧରେ ନିଜର ସେନା ପଛକୁ ଫେରିବା ପରେ କାହିଁକି ରଣନୀତି ବଦଳାଇଛନ୍ତି ବୋଲି ପ୍ରଶ୍ନ ଉଠିଛି। ପୁଟିନଙ୍କ ଆଂଶିକ ସାମରିକ ସଂଗ୍ରହ କ’ଣ? ୟୁକ୍ରେନ ଯୁଦ୍ଧ ଏକ ବିପଜ୍ଜନକ ସ୍ଥିତିରେ ପହଞ୍ଚିଛି କି? ଏହି ଯୁଦ୍ଧରେ ପୁଟିନ ପରମାଣୁ ଆକ୍ରମଣ କରିପାରିବେ କି? ସେ ପାଶ୍ଚାତ୍ୟ ଦେଶଗୁଡ଼ିକୁ କାହିଁକି ଚେତାବନୀ ଦେଇଛନ୍ତି? ଏହାର ପ୍ରଭାବ କ’ଣ? ଏହା ଉପରେ ବିଶେଷଜ୍ଞମାନେ ଅନେକ ତର୍କ ବିତର୍କ ଆରମ୍ଭ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri