ପୁଣି ତୀବ୍ର ହେଉଛି ରୁଷିଆ-ୟୁକ୍ରେନ ଯୁଦ୍ଧ

ମସ୍କୋ,୧ା୬: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ପୁଣି ତୀବ୍ର ହୋଇଛି। ୟୁକ୍ରେନ କ୍ରମାଗତ ଭାବରେ ରୁଷିଆ ଅଞ୍ଚଳ ଉପରେ ଆକ୍ରମଣ କରୁଛି। ରୁଷିଆର ଶେବିକିନୋ ସହରରେ ୟୁକ୍ରେନ ଏକ ଏୟାର ଷ୍ଟ୍ରାଇକ୍‌ କରିଥିଲା। ଯେଉଁଥିରେ ରାତାରାତି ୫ ଜଣ ଆହତ ହୋଇଥିଲେ। ଯଦିଓ ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅଧିକାରୀଙ୍କ କହିବାନୁସାରେ, ରୁଷିଆର ଶେବେକିନୋ ସହରରେ ହୋଇଥିବା ଗୁଳି ବିନିମୟରେ ଅନେକ ବିଲ୍ଡିଂ କ୍ଷତିଗ୍ରସ୍ତ ହୋଇଛି। ଟେଲିଗ୍ରାମ ମେସେଜିଂ ଆପ୍‌ରେ ବେଲଗୋରୋଡ ଗଭର୍ନର ଭୟାଚସ୍ଲାଭ ଗ୍ଲାଡକୋଭ କହିଛନ୍ତି, ଶେବିକିନୋ ଉପରେ ରକେଟ ଆକ୍ରମଣ ହୋଇଛି।

ଏହି ଆକ୍ରମଣରେ ସହରର ଘରୋଇ ଘର ଏବଂ ଆପାର୍ଟମେଣ୍ଟ ବ୍ଲକର କାନ୍ଥ ନଷ୍ଟ ହୋଇଯାଇଥିଲା। ରୁଷିଆ କହିଛି, ୟୁକ୍ରେନ ଏହି ସପ୍ତାହରେ ତୃତୀୟ ଥର ପାଇଁ ରୁଷିଆର ଏକ ସହରକୁ ଆକ୍ରମଣ କରିଛି। ମସ୍କୋ ଆକ୍ରମଣକୁ ଶେଷ କରିବା ପାଇଁ ୟୁକ୍ରେନ ପାଶ୍ଚାତ୍ୟ ଦେଶରୁ ସମର୍ଥନ ଲୋଡ଼ିଛି। ଏଥି ସହିତ ବୁଧବାର ମଧ୍ୟ ୟୁକ୍ରେନ ରୁଷିଆର ସହର ଉପରେ ଆକ୍ରମଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ନେପୋଲିଅନଙ୍କ ରହସ୍ୟମୟ ଚିଠିର ଗୁମର ଖୋଲିଲା ଏଆଇ

ଲଣ୍ଡନ, ୩ା୧୦: ଫ୍ରାନ୍ସର ପ୍ରସିଦ୍ଧ ସମ୍ରାଟ ନେପୋଲିଅନ ବୋନାପାର୍ଟଙ୍କ ଏକ ୨୧୭ ବର୍ଷ ପୁରୁଣା ରହସ୍ୟମୟ ଚିଠିର ଗୁପ୍ତ ସଙ୍କେତକୁ କୃତ୍ରିମ ବୁଦ୍ଧିମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ…

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ପୁଣି ଘନେଇଲା ଯୁଦ୍ଧ: ମଧ୍ୟପ୍ରାଚ୍ୟକୁ ଯୁଦ୍ଧ ଜାହାଜ, ସୈନ୍ୟ ପଠାଇଲା ଆମେରିକା

ଓ୍ବାଶିଂଟନ,୨ା୧୦: ଆମେରିକା ସେନା ମଧ୍ୟପ୍ରାଚ୍ୟକୁ ତୃତୀୟ ଯୁଦ୍ଧବିମାନବାହୀ ଜାହାଜ ଏବଂ ପାଖାପାଖି ୧୦,୦୦୦ ସୈନ୍ୟ ପଠାଇଥିବା ଏହାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ନଭେମ୍ବର ୩ରେ ଆମେରିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?