ଆମେରିକା ବୈଦେଶିକ ମନ୍ତ୍ରୀଙ୍କ ସହ କଥାହେଲେ ୟୁକ୍ରେନ୍ ବୈଦେଶିକ ମନ୍ତ୍ରୀ

କ୍ୱିଭ୍‌,୬ ।୩: ରୁଷିଆ-ୟୁକ୍ରେନ ଯୁଦ୍ଧ ୧୧ଦିନରେ ପହଞ୍ଚିଲାଣି । ଏହାର କୌଣସି ସମାଧାନର ବାଟ ଏପର୍ଯ୍ୟନ୍ତ ବାହାରୁ ନ ଥିବା ବେଳେ ରୁଷିଆ ପକ୍ଷରୁ ୟୁକ୍ରେନ୍ ଉପରେ ଆକ୍ରମଣ ଲଗାତାର ଜାରି ରହିଛି । ଇତିମଧ୍ୟରେ ୟୁକ୍ରେନର ବୈଦେଶିକ ମନ୍ତ୍ରୀ ଦିମିତ୍ରୋ କୁଲେବା ୟୁକ୍ରେନ୍‌-ପୋଲାଣ୍ଡ ସୀମାରେ ଆମେରିକା ବୈଦେଶିକମନ୍ତ୍ରୀ ଏଣ୍ଟନି ବ୍ଲିଙ୍କେନଙ୍କ ସହ ସାକ୍ଷାତ୍ କରିଛନ୍ତି । ତେବେ ୟୁକ୍ରେନ୍ ପାଇଁ ଆବଶ୍ୟକ ଅସ୍ତ୍ରଶସ୍ତ୍ର ଯୋଗାଇଦେବା, ପ୍ରତିବନ୍ଧକର ଦକ୍ଷତାକୁ ସୁନିଶ୍ଚିତ କରିବା ଏବଂ ଚାପ ପ୍ରୟୋଗ କରିବା ଉପରେ ଆଲୋଚନା କରିଛନ୍ତି । ସୂଚନାଯୋଗ୍ୟ, ୟୁକ୍ରେନ୍ ଉପରେ ରୁଷିଆ ଆକମ୍ରଣ କରିଥିବା ବେଳେ ଏଥିରେ ସହଜରେ ପଛଘୁଞ୍ଚା ଦେଉନାହିଁ ୟୁକ୍ରେନ୍ । ଅନ୍ୟପଟେ ନିଜ ଜିଦରେ ଅଟଳ ଥିବା ରୁଷିଆ ୟୁକ୍ରେନର ଗୋଟିଏ ପରେ ଗୋଟିଏ ସହର ଧ୍ୱଂସ କରି ଚାଲିଛି ଯାହା ଏବେ ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଗଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri