ରୁଷିଆ କରିପାରେ ରାସାୟନିକ ଆକ୍ରମଣ: ଆମେରିକା

ୱାଶିଂଟନ,୧୦ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୧୪ ଦିନ ପୂରଣ ହୋଇ ସାରିଛି । କିଛି ସମୟର ଅସ୍ତ୍ରବିରତି ପରେ ରୁଷିଆ ପୁଣିଥରେ ଆକ୍ରମଣ ପାଇଁ ତତ୍ପର ହୋଇ ଉଠିଛି । ଏହାରି ଭିତରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ସଫାସଫା ରୁଷିଆରୁ ଅଶୋଧିତ ତୈଳ ଓ ଗ୍ୟାସ ଉତ୍ପାଦନକୁ ବନ୍ଦ କରି ଦେଇଛନ୍ତି । ଅନ୍ୟପଟେ ପେପ୍ସିକୋ ମଧ୍ୟ ରୁଷିଆରେ ଉତ୍ପାଦନ ଓ ବିକ୍ରିକୁ ବନ୍ଦ କରି ଦେଇଛି ।
ଆମେରିକା ବୈଦେଶିକ ମନ୍ତ୍ରୀ ଏଣ୍ଟନି ବ୍ଲିଙ୍କେନ ଓ ୟୁକ୍ରେନ୍ ବୈଦେଶିକ ମନ୍ତ୍ରୀ ଦିମିତ୍ରୋ କୁଲେବା ବୁଧବାର ଫୋନ ଯୋଗେ କଥା ହୋଇଛନ୍ତି । ଏହି ସମୟରେ ଦୁଇ ନେତା ରୁଷିଆର ଆକ୍ରମଣ ପରେ ୟୁକ୍ରେନ୍ ପାଇଁ ଅତିରିକ୍ତ ସୁରକ୍ଷା ଓ ମାନବୀୟ ସହାୟତାକୁ ନେଇ ଚର୍ଚ୍ଚା କରିଛନ୍ତି । ଅନ୍ୟପଟେ ହ୍ୱାଇଟ ହାଉସର ପ୍ରେସ ସଚିବ ଜେନ ସାକି କହିଛନ୍ତି, ରୁଷିଆ ୟୁକ୍ରେନ୍ ଉପରେ ରସାୟନିକ ଆକ୍ରମଣ କରିପାରେ । ଅନ୍ୟପଟେ ରୁଷିଆ ଆକ୍ରମଣରେ ସମ୍ପୂର୍ଣ୍ଣ ଭାଙ୍ଗି ପଡିଥିବା ୟୁକ୍ରେନକୁ ଆଇଏମ୍‌ଏଫ୍ ୧.୪ ବିଲିୟନ ଡଲାର ସହାୟତା ମଞ୍ଜୁରୀ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri