ରୁଷିଆ ଆକ୍ରମଣରେ ୧୪ ଶିଶୁଙ୍କ ସମେତ ୩୫୨ ୟୁକ୍ରେନ୍ ନାଗରିକ ମୃତ, ୧୦୦୦ରୁ ଅଧିକ ଆହତ

କ୍ୱିଭ,୨୮ ।୨: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ପଞ୍ଚମ ଦିନରେ ପହଞ୍ଚିଛି । ରୁଷିଆର ମିଶାଇଲ ଆକ୍ରମଣରେ ଥରହର ହୋଇ ଉଠିଛି ୟୁକ୍ରେନ୍ ଭୂମୀ । ଏଥିରେ ଉଭୟ ଧନଜୀବନ କ୍ଷୟକ୍ଷତି ହୋଇ ଚାଲିଛି । ଏଭଳି ପରିସ୍ଥିତିରେ ୟୁକ୍ରେନ ଗୃହ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ବୟାନ ଅନୁଯାୟୀ, ରୁଷିଆ ଆକ୍ରମଣରେ ଏବେ ପର୍ଯ୍ୟନ୍ତ ୩୫୨ ୟୁକ୍ରେନ୍ ନାଗରିକଙ୍କର ମୃତ୍ୟୁ ହେଲାଣି । ଏଥିରେ ୧୪ ଶିଶୁ ସାମିଲ ଅଛନ୍ତି ।

ବୟାନରେ ଆହୁରି ମଧ୍ୟ କୁହାଯାଇଛି କି ରୁଷିଆ ଆକ୍ରମଣରେ ୧୬୮୪ ଲୋକ ଆହତ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୧୧୬ ଶିଶୁ ରହିଛନ୍ତି । ତେବେ ଆଶଙ୍କା କରାଯାଉଛି କି ଆଗକୁ ମୃତାହତଙ୍କ ସଂଖ୍ୟା ଆହୁରି ବଢିପାରେ । ହେଲେ ରୁଷିଆ ଆକ୍ରମଣରେ ୟୁକ୍ରେନର କେତେ ସେନା ନିହତ ହୋଇଛନ୍ତି ତା’ର କୌଣସି ସୂଚନା ଦିଆଯାଇ ନାହିଁ ।
ଅନ୍ୟପଟେ ରୁଷିଆ ଦାବି କରିଛି କି ସେ କେବଳ ସେନା ଶିବିର ଉପରେ ସେ ମିଶାଇଲ ଆକ୍ରମଣ କରିଛି । ଏଥିରେ ସାଧାରଣ ନାଗରିକଙ୍କର ଆଦୌ କୌଣସି କ୍ଷୟକ୍ଷତି ହୋଇ ନାହିଁ । ଏପଟେ ରୁଷିଆ ସ୍ୱୀକାର କରିଛି କି ୟୁକ୍ରେନ ସହ ହୋଇଥିବା ଯୁଦ୍ଧରେ କେତେଜଣ ରୁଷିଆ ସେନା ପ୍ରାଣ ହରାଇଛନ୍ତି । ହେଲେ ଏହା କେତେ ତାହା ସ୍ପଷ୍ଟ କରାଯାଇ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri