ଜପୋରିଜିଆ ପରମାଣୁ ପ୍ଲାଣ୍ଟରେ ଗୁଳିକାଣ୍ଡ, ରେଡିଏଶନ ବ୍ୟାପିବାର ଭୟ, ବିଦ୍ୟୁତ ଲାଇନରେ ଲାଗିଲା ନିଆଁ

କ୍ୱିଭ,୭ ।୮: ୟୁରୋପର ସବୁଠାରୁ ବଡ ଜପୋରିଜିଆର ପରମାଣୁ ବିଜୁଳିଘର ପୁଣିଥରେ ବିପଦରେ । ଏହି ଅଞ୍ଚଳରେ ରୁଷିଆ ଓ ୟୁକ୍ରେନ ସେନାଙ୍କ ମଧ୍ୟରେ ହୋଇଥିବ ଗୁଳିଗୋଳା ବର୍ଷଣରେ ବିଜୁଳିଘର ଉପରେ ବି ଗୁଳିଗୋଳା ବର୍ଷଣ ହୋଇଛି । ଏହା ଫଳରେ ବିଜୁଳିଘର କ୍ଷତିଗ୍ରସ୍ତ ହୋଇଥିବାରୁ ଏବେ ରେଡିଏଶନ ବ୍ୟାପିବାର ଭୟ ଦେଖାଦେଇଛି । ଏହି କାରଣୁ ରିଏକ୍ଟରକୁ ବନ୍ଦ କରି ଦିଆଯାଇଛି । ଏହାସହ ବିଦ୍ୟୁତ ଲାଇନରେ ନିଆଁ ଲାଗିଯିବା ଫଳରେ ଉତ୍ପାଦନ ବନ୍ଦ ହୋଇଯାଇଛି । ଅନ୍ତରାଷ୍ଟ୍ରୀୟ ପରମାଣୁ ଶକ୍ତି ଏଜେନ୍ସି (ଆଇଏଇଏ) ଏହି ଘଟଣାକୁ ନେଇ ଚିନ୍ତା ପ୍ରକଟ କରିଛି । ଏହାରି ଭିତରେ ଆଉ ଏକ ଭଲ ଖବର ହେଉଛି ୟୁକ୍ରେନର ୩ ମାଲବାହୀ ଜାହାଜ ଖାଦ୍ୟଶସ୍ୟ ନେଇ ବ୍ଲାକ ସି ଦେଇ ବିଦେଶ ଗସ୍ତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମ୍ୟାଚ୍‌: ପୁଣି ଚର୍ଚ୍ଚାରେ ହ୍ୟାଣ୍ଡଶେକ ବିବାଦ

ନାଗୋୟା,୨ା୧୦: ଶନିବାର ଏସିଆନ ଗେମ୍ସ ପୁରୁଷ କ୍ରିକେଟ ପ୍ରତିଯୋଗିତାର ଫାଇନାଲରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍‌ ପୂର୍ବରୁ ପୁଣି ଥରେ ହ୍ୟାଣ୍ଡଶେକ୍‌ ବିବାଦ…

ବିରାଟ-ରୋହିତଙ୍କୁ ପଛରେ ପକାଇଲେ ଗିଲ୍‌: ଜାଣନ୍ତୁ ODI ରନ୍‌ ତାଲିକାରେ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ, ୨।୧୦: ୨୦୨୬ରେ ଦିନିକିଆ କ୍ରିକେଟରେ ଭାରତୀୟ ବ୍ୟାଟର୍ସଙ୍କ ଦବଦବା ଜାରି ରହିଛି। ଚଳିତ ବର୍ଷ ସର୍ବାଧିକ ODI ରନ କରିଥିବା ଟପ-୫ ବ୍ୟାଟର୍ସଙ୍କ ତାଲିକାରେ ଭାରତର…

ଶନିଙ୍କ ରାଶିରେ ରାହୁ ଗୋଚର, ୩ ରାଶିଙ୍କୁ ଲାଭ ହିଁ ଲାଭ; ହୁ ହୁ ହୋଇ ବଢିବ ଧନ!

ଜ୍ୟୋତିଷ ଶାସ୍ତ୍ରରେ, ରାହୁକୁ ଏକ ରହସ୍ୟମୟ ଏବଂ ଛାୟାମୟ ଗ୍ରହ ଭାବରେ ବିବେଚନା କରାଯାଏ । ଏହାଛଡା ରାହୁଙ୍କ ଗତି ପ୍ରାୟତଃ ହଠାତ୍ ପରିବର୍ତ୍ତନ, ମହତ୍ତ୍ୱାକାଂକ୍ଷା, ନୂତନ…

8th Pay Commission ପୂର୍ବରୁ ସରକାରଙ୍କ ବଡ଼ ଉପହାର! ୫% ବଢିଲା DA

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ପେନସନଭୋଗୀ (Pensioner), ତେବେ ଆପଣଙ୍କ ପାଇଁ ଏକ ବହୁତ ଖୁସି ଖବର ରହିଛି। ଗୋଟିଏ ପଟେ ସାରା…

ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…

ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ,…

Video: କାପଟେନ ସ୍ମିତ୍‌ଙ୍କ ନୂଆ ଭିଡ଼ିଓ ଦେଖିଲେ ଛାତି ଥରି ଉଠିବ, ଏବେ କହିଲେ ‘ହନୁମାନ’ ମୋତେ ବଞ୍ଚାଇଦେଲେ

ନୂଆଦିଲ୍ଲୀ,୨।୧୦: ଫ୍ଲାଏ-ଦୁବାଇ (Flydubai) ବିମାନ ଘଟଣା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନରେ କଥା ହୋଇଥିଲେ। ଶୁକ୍ରବାର (ଅକ୍ଟୋବର…

ଶୁକ୍ରଙ୍କ ବକ୍ରୀ ଚଳନ: ଫାଇଦାରେ ରହିବେ ୫ ରାଶି, ମାସେ ଭିତରେ ହେବେ ଧନୀ!

ଶରତ ପୂର୍ଣ୍ଣିମା ଅବସରରେ ଅକ୍ଟୋବର ୨୫ ତାରିଖରେ ଶୁକ୍ର ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଘଟିବ। ବକ୍ରୀ ଶୁକ୍ର ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଏକ ମାସ…

ବିରାଟ କୋହଲିଙ୍କ ୧୦ ବର୍ଷ ପୁରୁଣା ଟି-୨୦ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨।୧୦: ଇଶାନ କିଶନ ପୁଣିଥରେ ନିଜ ବ୍ୟାଟିଂ ଯାଦୁ ଦେଖାଇଛନ୍ତି ଏବଂ ଏଥର ତାଙ୍କ ଇନିଂସ ବିରାଟ କୋହଲିଙ୍କ ଏକ ଦୀର୍ଘଦିନର ରେକର୍ଡକୁ ଅତିକ୍ରମ କରିଛି। ଶ୍ରୀଲଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?