ରୁଷିଆକୁ ବଡ଼ ଝଟ୍‌କା

କ୍ୱିଭ୍‌,୩।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଅଷ୍ଟମ ଦିନରେ ପହଞ୍ଚିଛି। ୟୁକ୍ରେନରେ ରୁଷିଆ ପକ୍ଷରୁ ଆକ୍ରମଣ ଜୋରଦାର କରାଯାଇଛି। ଏହି ସମୟରେ ମିଳିତ ଜାତିସଂଘର ସାଧାରଣ ସଭାରେ ଏକ ସଂକଳ୍ପ ପାରିତ କରି ରୁଷିଆର ସୈନିକମାନଙ୍କୁ ୟୁକ୍ରେନରୁ ଓହରିଯିବାକୁ କହିଛି। ଏହା ବ୍ୟତୀତ ୟୁକ୍ରେନରେ ଏୟାର ଷ୍ଟ୍ରାଇକ ଆଲର୍ଟ ଜାରି କରାଯାଇଛି। ତେବେ ଏସବୁ ଭିତରେ ରୁଷିଆକୁ ଏକ ବଡ଼ ଝଟ୍‌କା ଲାଗିଛି। ରୁଷିଆର ଆକ୍ରମଣାତ୍ମକ ଆକ୍ରମଣ ମଧ୍ୟରେ ୟୁକ୍ରେନକୁ ଜର୍ମାନୀର ସମର୍ଥନ ମିଳିଛି। ଜର୍ମାନୀ ୟୁକ୍ରେନକୁ ୨୭୦୦ ଅଧିକ ଆଣ୍ଟି-ଏୟାର ମିସାଇଲ ଦେବ।
ରୁଷ ଓ ୟୁକ୍ରେନ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ରୁଷର ସୈନ୍ୟମାନେ ଏବେ ୟୁକ୍ରେନର ପୂର୍ବ ପ୍ରାନ୍ତର ରାସ୍ତା ଦେଇ ପଶ୍ଚିମ ପ୍ରାନ୍ତକୁ ଯିବାକୁ ଉଦ୍ୟମ ଆରମ୍ଭ କରିଛନ୍ତି। ଏଯାଏ ରୁଷ ଆକ୍ରମଣରୁ ୟୁକ୍ରେନର ପଶ୍ଚିମ ପ୍ରାନ୍ତ ସୁରକ୍ଷିତ ରହିଛି। ହେଲେ ରୁଷ ସେନାର ଏପରି ପରିବର୍ତ୍ତିତ ଆଭିମୁଖ୍ୟ ସ୍ଥିତିକୁ ଆହୁରି ଭୟଙ୍କର କରିବାର ଆଶଙ୍କା ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ କେବେ ଖୋଲିବ ହର୍ମୁଜ ପ୍ରଣାଳୀ? IRGC ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ରଖିଲା ଏହି ସର୍ତ୍ତ

ତେହରାନ,୧୨।୭: ପଶ୍ଚିମ ଏସିଆରେ ଇରାନ ଏବଂ ଆମେରିକା ମଧ୍ୟରେ ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନା ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବାଣିଜ୍ୟ ଜୀବନରେଖା ହର୍ମୁଜ ପ୍ରଣାଳୀ ସମ୍ପର୍କରେ…

‘ତାଙ୍କ ସ୍ବର ସର୍ବଦା ବଞ୍ଚି ରହିବ…’: କିମ୍ବଦନ୍ତୀ ଗାୟିକା ଏସ. ଜାନକୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସିଦ୍ଧ ପ୍ଲେବ୍ୟାକ ସିଙ୍ଗର ଏସ. ଜାନକୀ ଆମ୍ମାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି, ତାଙ୍କ ବିୟୋଗକୁ ସଙ୍ଗୀତ ଏବଂ ସଂସ୍କୃତି ଜଗତ…

ଏକ୍ସଟ୍ରା ଟାଇମରେ ଆର୍ଜେଣ୍ଟିନାର ରୋମାଞ୍ଚକର ବିଜୟ; ସେମିଫାଇନାଲରେ ପହଞ୍ଚିଲା Messiଙ୍କ ଦଳ

କାନସାସ ସିଟି,୧୨।୭: ମ୍ୟାଚ ଅତିରିକ୍ତ ସମୟରେ ଯିବା ସହିତ ଆର୍ଜେଣ୍ଟିନା ପ୍ରଶଂସକଙ୍କ ହୃଦୟ ଧଡ଼ଧଡ଼ ହବା ଆରମ୍ଭ ହୋଇଥିଲା। ଆର୍ଜେଣ୍ଟିନା ଦଶମ ମିନିଟରେ ପ୍ରଥମ ଗୋଲ ସ୍କୋର…

ଓଲଟିଲା ପିଆଜ ବୋଝେଇ ଟ୍ରକ୍‌, ଯିଏ ପାରିଲେ ମନଇଚ୍ଛା ବୋହିନେଲେ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ୨ ଜଣ ଆହତ ହୋଇଛନ୍ତି। ଉକ୍ତ ପିଆଜ…

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ…

‘ସେମାନଙ୍କୁ ଏହାର ମୂଲ୍ୟ ଦେବାକୁ ପଡିବ’ – ଆମେରିକା ଧମକର ଜବାବ ଦେଇଛି ଇରାନ; ଜାଣନ୍ତୁ ହର୍ମୁଜ ବିଷୟରେ କ’ଣ କହିଛି

ତେହରାନ,୧୨।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥିତିରେ ପହଞ୍ଚିଛି। ଇରାନ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଘୋଷଣା କରିଛି।…

ଇରାନ ଉପରେ ମାଡ଼ ହେଲା ୧୪୦ ମିଶାଇଲ

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ପାଇଁ ପ୍ରତ୍ୟେକ ଆଶା ବାରମ୍ବାର ଧୂଆଁରେ ଉଠୁଥିବା ପରି ମନେ ହେଉଛି। କୌଣସି ଚୁକ୍ତି ଚୂଡ଼ାନ୍ତ ହେବା ପୂର୍ବରୁ,…

Crude Oil Price : ହର୍ମୁଜ ବନ୍ଦ, ଇରାନ ଉପରେ ଆମେରିକାର ଆକ୍ରମଣ ଆରମ୍ଭ ଅଶୋଧିତ ତୈଳ ମୂଲ୍ୟ ଉପରେ କ’ଣ ପଡ଼ିଲା ପ୍ରଭାବ? ଜାଣନ୍ତୁ…

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁ ଅଶୋଧିତ ତୈଳ ବଜାରରେ ପୁଣି ଥରେ ଅନିଶ୍ଚିତତା ଦେଖାଦେଇଛି। ଇରାନ ଉପରେ ଆମେରିକାର ଆକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri