ମେ’ ୯ରେ ଶେଷ ହୋଇପାରେ ରୁଷିଆ-ୟୁକ୍ରେନ୍ ଯୁଦ୍ଧ, ଭିକ୍ଟ୍ରି ଡେ’ରେ ପୁଟିନ କରିପାରନ୍ତି ଘୋଷଣା

ମସ୍କୋ,୨୨ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୫୮ ଦିନ ହେଲାଣି । ହେଲେ ଉଭୟ ପଟରୁ ଆକ୍ରମଣ ଏବେବି ଜାରି ରହିଛି । ତେବେ ରୁଷିଆ ମେ’ ୯ରେ ଯୁଦ୍ଧ ଶେଷ କରି ନିର୍ଣ୍ଣାୟକ ବିଜୟ ଘୋଷଣା କରିପାରେ ବୋଲି କୁହାଯାଉଛି । ସୂଚନାଯୋଗ୍ୟ, ପ୍ରତିବର୍ଷ ମେ’୯କୁ ରୁଷିଆ ଭିକ୍ଟ୍ରି ଡେ’ ଭାବେ ପାଳନ କରିଥାଏ । ଏହିଦିନ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦେଶବାସୀଙ୍କୁ ସମ୍ବୋଧନ କରିଥାଆନ୍ତି । ଅନୁମାନ କରାଯାଉଛି କି ଚଳିତ ବର୍ଷ ପୁଟିନ ତାଙ୍କ ସମ୍ବୋଧନରେ ଡୋନବାସରେ ମିଳିଥିବା ସଫଳତାକୁ ୟୁକ୍ରେନ୍ ଉପରେ ନିର୍ଣ୍ଣାୟକ ବିଜୟ ଭାବେ ଘୋଷଣା କରିପାରନ୍ତି ।
ସୂଚନାଯୋଗ୍ୟ, ୟୁକ୍ରେନ୍ ଉପରେ ପ୍ରଥମେ ରୁଷିଆ ଆକ୍ରମଣ କରିଥିବା ବେଳେ ଏବେ କିନ୍ତୁ ରୁଷିଆ ସେନାଙ୍କୁ କଡା ଟକ୍କର ଦେଉଛନ୍ତି ୟୁକ୍ରେନ୍ ସେନା । କିଛିଦିନ ତଳେ ୟୁକ୍ରେନ୍ ସେନା ଦାବି କରିଥିଲା କି ଖାର୍କିବରେ ରୁଷିଆ ବିମାନକୁ ନଷ୍ଟ କରି ଦିଆଯାଇଛି । ଏପଟେ ରୁଷିଆ ସେନା ମାରିଉପୋଲ କବଜା କରିଥିବା ଘୋଷଣା କରିଛନ୍ତି । ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ରାଷ୍ଟ୍ରପତି ପୁଟିନ ନିଜେ ମାରିଉପୋଲ ଉପରେ ବିଜୟ ଘୋଷଣା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri