ୟୁକ୍ରେନରେ ଗୁଳିଗୋଳା ବର୍ଷଣ କମିଲେ ଭାରତ ଆସିବ ନବୀନଙ୍କ ପାର୍ଥିବ ଶରୀର: ରୁଷିଆ ପାଲଟିଛି କଣ୍ଟା

କ୍ୱିଭ୍‌/ମସ୍କୋ/ୱାଶିଂଟନ,୮ ।୩: ୟୁକ୍ରେନରେ ରୁଷିଆ ଆକ୍ରମଣ ଶିକାର ହୋଇଥିବା କର୍ନାଟକର ନବୀନ ଶେଖରପ୍ପାଙ୍କ ପାର୍ଥିବ ଶରୀର ଏ ଯାଏ ଭାରତ ଆସିନାହିଁ । ତେବେ ୟୁକ୍ରେନରେ ଗୁଳିଗୋଳା ବର୍ଷଣ କମିବା ପରେ ଯାଇ ନବୀନଙ୍କ ପାର୍ଥୀବ ଶରୀର ଭାରତ ଆସିବ ବୋଲି ଜଣାପଡିଛି । କର୍ନାଟକ ମୁଖ୍ୟମନ୍ତ୍ରୀ ବସବରାଜ ବୋମ୍ମଇ ମଙ୍ଗଳବାର ଏହି ସୂଚନା ଦେଇଛନ୍ତି ।

ଏନେଇ ବୈଦେଶିକ ମନ୍ତ୍ରୀ ଡା. ଏସ୍ ଜୟଶଙ୍କରଙ୍କ ସହ କଥା ହୋଇଥିଲା । ସେ ସୂଚନା ଦେଇଛନ୍ତି କି ନବୀନଙ୍କ ମୃତଦେହ ଶବଗୃହରେ ରଖାଯାଇଛି । ଯୁଦ୍ଧ କମିଲେ ତାଙ୍କ ପାର୍ଥିବ ଶରୀରକୁ ଭାରତ ଆଣିବାର ବ୍ୟବସ୍ଥା କରାଯିବ । ସୂଚନାଯୋଗ୍ୟ, ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଆରମ୍ଭ ହେବା ବେଳକୁ ଅନେକ ଭାରତୀୟ ଛାତ୍ରୀଛାତ୍ର ୟୁକ୍ରେନରେ ଫସି ଯାଇଥିଲେ । ସେଠାରୁ ସେମାନେ କିଭଳି ଭାରତ ଆସିବେ ସେ ନେଇ ଚିନ୍ତା ବଢି ଯାଇଥିଲା । ଏହାରି ଭିତରେ ପ୍ରଥମେ ପ୍ରଥମେ କିଛି ସାମଗ୍ରୀ କିଣିବାକୁ ମଲ ଯାଇ ଧାଡିରେ ଠିଆ ହୋଇଥିବା ବେଳେ ନବୀନ ରୁଷିଆ ଆକ୍ରମଣରେ ନିହତ ହୋଇଥିଲେ । ଜିବିତ ନ ହେଲା ନାହିଁ ଶେଷ ଥର ପାଇଁ ପୁଅକୁ ମୃତଭାବେ ଦେଖିବାକୁ ପରିବାର ଅନାଇ ବସିଥିବା ବେଳେ ନବନଙ୍କ ପାର୍ଥିବ ଶରୀରା ଆସିବାରେ ଆହୁରି ବିଳମ୍ବ ହେବ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?