ରୁଷିଆ-ୟୁକ୍ରେନ ଯୁଦ୍ଧ:ଆମେରିକା ଯୋଗୁ ବଢୁଛି ନ୍ୟୁକ୍ଲିୟର ଯୁଦ୍ଧ ଆଶଙ୍କା

ମସ୍କୋ,୨୫।୪: ରୁଷିଆ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧକୁ ୧୪ମାସରୁ ଅଧିକ ସମୟ ହୋଇଗଲାଣି। କିନ୍ତୁ ଏହା ଥମିବାର ନାଁ ନେଉନାହିଁ। ଯୁଦ୍ଧ ଯୋଗୁ ଦୁଇଦେଶକୁ ବହୁ କ୍ଷତି ସହିବାକୁ ପଡୁଛି। ଇତି ମଧ୍ୟରେ ଏକ ଗଣମାଧ୍ୟମ ସଂସ୍ଥାକୁ ରୁଷିଆର ବୈଦେଶିକ ମନ୍ତ୍ରାଳୟର ପରମାଣୁ ବିଭାଗର ମୁଖ୍ୟ ଭ୍ଲାଦିମିର ଏର୍ମକୋବ ସାକ୍ଷାତକାରରେ କହିଛନ୍ତି, ରୁଷିଆ ଏବଂ ଆମେରିକା ପାଖରେ ପରମାଣୁ ଶକ୍ତି ଅଛି। ଯଦି ଦୁଇଜଣଙ୍କ ମଧ୍ୟରେ ଯୁଦ୍ଧ ହୁଏ ତେବେ ଏହା ନ୍ୟୁକ୍ଲିୟର ଯୁଦ୍ଧର ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ସଲମାନଙ୍କ ଗାଲୱାନ ଟ୍ରେଲର ଦେଖି ରାଗିଗଲା ଚାଇନା, ଏପରି କହିଲା ଭାରତ

ନୂଆଦିଲ୍ଲୀ,୩୦।୧୨: ସଲମାନଙ୍କ ଉପରେ ରାଗିଗଲା ଡ୍ରାଗନ। ‘ବ୍ୟାଟେଲ ଅଫ୍ ଗାଲୱାନ’ର ଟିଜର ମୁକ୍ତିଲାଭ କରିବା ପରେ ଚାଇନା ଏଥିରେ କ୍ଷୁବ୍ଧ ହୋଇଛି। ଚାଇନାର ସରକାରୀ ଗଣମାଧ୍ୟମ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri