ରୁଷିଆ-ୟୁକ୍ରେନ ଯୁଦ୍ଧ:ଆମେରିକା ଯୋଗୁ ବଢୁଛି ନ୍ୟୁକ୍ଲିୟର ଯୁଦ୍ଧ ଆଶଙ୍କା

ମସ୍କୋ,୨୫।୪: ରୁଷିଆ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧକୁ ୧୪ମାସରୁ ଅଧିକ ସମୟ ହୋଇଗଲାଣି। କିନ୍ତୁ ଏହା ଥମିବାର ନାଁ ନେଉନାହିଁ। ଯୁଦ୍ଧ ଯୋଗୁ ଦୁଇଦେଶକୁ ବହୁ କ୍ଷତି ସହିବାକୁ ପଡୁଛି। ଇତି ମଧ୍ୟରେ ଏକ ଗଣମାଧ୍ୟମ ସଂସ୍ଥାକୁ ରୁଷିଆର ବୈଦେଶିକ ମନ୍ତ୍ରାଳୟର ପରମାଣୁ ବିଭାଗର ମୁଖ୍ୟ ଭ୍ଲାଦିମିର ଏର୍ମକୋବ ସାକ୍ଷାତକାରରେ କହିଛନ୍ତି, ରୁଷିଆ ଏବଂ ଆମେରିକା ପାଖରେ ପରମାଣୁ ଶକ୍ତି ଅଛି। ଯଦି ଦୁଇଜଣଙ୍କ ମଧ୍ୟରେ ଯୁଦ୍ଧ ହୁଏ ତେବେ ଏହା ନ୍ୟୁକ୍ଲିୟର ଯୁଦ୍ଧର ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା…

ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ ପ୍ରତିବାଦରେ ରାହୁଲ-ପ୍ରିୟଙ୍କା ଗାନ୍ଧୀଙ୍କ ପଦଯାତ୍ରା, ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ପହଞ୍ଚି…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିନିଧୀ ଏବଂ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ମଧ୍ୟରେ ସୋମବାର ଏକ ସାକ୍ଷାତ ହୋଇଛି। ସୂତ୍ରରୁ ଜଣାପଡିଛି ଯେ…

ସ୍ତ୍ରୀ ଗୀତାଞ୍ଜଳିଙ୍କ ଅପିଲ୍‌ ପରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ: ସୋନମ ୱାଙ୍ଗଚୁକଙ୍କୁ…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କୁ ସଫଦରଜଙ୍ଗ ହସ୍ପିଟାଲରୁ ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯିବ। ତାଙ୍କ ପତ୍ନୀ ଗୀତାଞ୍ଜଳିଙ୍କ ଆବେଦନ କ୍ରମେ ୱାଙ୍ଗଚୁକଙ୍କୁ ଏକ ବେସରକାରୀ ହସ୍ପିଟାଲକୁ…

ରାଜନୀତିରେ ହଲଚଲ: କେବଳ ଧର୍ମେନ୍ଦ୍ର ପ୍ରଧାନ ନୁହଁନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ…

ନୂଆଦିଲ୍ଲୀ,୨୧।୭: ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ମାମଲାକୁ ନେଇ ଦେଶବ୍ୟାପୀ ଜାରି ରହିଥିବା ପ୍ରତିବାଦ ମଧ୍ୟରେ କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀଦଳ ନେତା ରାହୁଲ ଗାନ୍ଧୀ…

ଇସ୍ରୋ ସଙ୍କଟ

ଘରୋଇ ମହାକାଶ ଗବେଷଣା କ୍ଷେତ୍ରରେ ଭାରତକୁ ୧୮ ଜୁଲାଇରେ ବଡ଼ ସଫଳତା ମିଳିଛି । ହାଇଦ୍ରାବାଦର ବେସରକାରୀ ମହାକାଶ ସଂସ୍ଥା ସ୍କାଏରୁଟ୍‌ ଏରୋସ୍ପେସ୍‌ ଶ୍ରୀହରିକୋଟାସ୍ଥିତ ସତୀଶ ଧାବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri