ୟୁକ୍ରେନ୍ ଯୁଦ୍ଧ ଶେଷ କରିବାକୁ ପରମାଣୁ ବୋମା ବ୍ୟବହାର କରିପାରନ୍ତି ପୁଟିନ: ଆମେରିକା ଗୁଇନ୍ଦା ବିଭାଗର ଦାବି

ୱାଶିଂଟନ,୧୧ ।୩: ଦୀର୍ଘ ଏକ ବର୍ଷରୁ ଅଧିକ ସମୟ ଧରି ରୁଷିଆ ଓ ୟୁକ୍ରେନ ମଧ୍ୟରେ ଲାଗି ରହିଥିବା ଯୁଦ୍ଧ ଯେମିତି ଶେଷ ହେବାର ନାଁ ନେଉନି । ଏହାରି ଭିତରେ ଏବେ ଆମେରିକା ଗୁଇନ୍ଦା ବିଭାଗ ବଡ ଦାବି କରିଛି । ଗୁଇନ୍ଦା ବିଭାଗ କହିଛି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଯଦି ବିଜୟୀ ନ ହୁଅନ୍ତି ତେବେ ସେ ଯୁଦ୍ଧ ଶେଷ କରିବାକୁ ଓ ୟୁକ୍ରେନକୁ ନଷ୍ଟ କରିବାକୁ ନ୍ୟୁକ୍ଲିୟର ଆଟାକ କରିପାରନ୍ତି ।
ସୂଚନାଯୋଗ୍ୟ, ଆମେରିକା ଗୁଇନ୍ଦା ବିଭାଗ ମୁଖ୍ୟ ଇରୱିନ ହାଇନ୍ସ ଦାବି କରିଛନ୍ତି ଯେ ଦୀର୍ଘଦିନ ପର୍ଯ୍ୟନ୍ତ ଲାଗି ରହିଥିବା ଯୁଦ୍ଧ ଯୋଗୁ ରୁଷିଆର ଅନେକ କ୍ଷତି ହେଲାଣି । ଆଶଙ୍କା କରାଯାଉଛି କି ଏବେ ପର୍ଯ୍ୟନ୍ତ ରୁଷିଆ ଦେଢ ଲକ୍ଷରୁ ଅଧିକ ସେନାଙ୍କୁ ହରାଇ ସାରିଲାଣି । ଆର୍ଥିକ ଭାବେ କ୍ଷତି ଆହୁରି ଅଧିକ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri