ଆଗାମୀ ୯୬ ଘଣ୍ଟା ମଧ୍ୟରେ କ୍ୱିଭ୍‌କୁ କବଜା କରିପାରେ ରୁଷିଆ, ଏକ ସପ୍ତାହ ମଧ୍ୟରେ ଭାଙ୍ଗିପାରେ ୟୁକ୍ରେନ୍ ସରକାର!

ମସ୍କୋ/କ୍ୱିଭ/ୱାଶିଂଟନ,୨୫ ।୨: ରୁଷିଆ-ୟୁକ୍ରେନ ଯୁଦ୍ଧ ବିଭିଷିକା ବେଳକୁ ବେଳ ଭୟଙ୍କର ହେବାରେ ଲାଗିଛି । ରୁଷିଆ ସେନା ଦ୍ୱାରା ୟୁକ୍ରେନର ବହୁ ଅଞ୍ଚଳ କବଜା କରାଯିବା ସହ ଅନେକ ଲୋକଙ୍କ ଜୀବନ ଗଲାଣି । ୟୁକ୍ରେନ ରାଷ୍ଟ୍ରପତି କହିଛନ୍ତି ରୁଷିଆର ଆକ୍ରମଣ ଫଳରେ ଏବେ ପର୍ଯ୍ୟନ୍ତ ୧୩୭ ଜଣଙ୍କ ମୃତ୍ୟୁ ହେଲାଣି । ଏମାନଙ୍କ ମଧ୍ୟରେ ୧୧ ସେନା ଅଧିକାରୀ ବି ସାମିଲ ଅଛନ୍ତି । ଏହି ଆକ୍ରମଣରେ ଏବେ ପର୍ଯ୍ୟନ୍ତ ୩୧୬ ଆହତ ହୋଇଥିବା ସୂଚନା ରହିଛି । ଇତିମଧ୍ୟରେ ଆମେରିକା ସୁରକ୍ଷା ଅଧିକାରୀ ଆଶଙ୍କା କରିଛନ୍ତି କି ଆସନ୍ତା ୯୬ ଘଣ୍ଟା ମଧ୍ୟରେ ରୁଷିଆ ୟୁକ୍ରେନର ରାଜଧାନୀ କ୍ୱିଭକୁ ନିଜ କବଜାକୁ ନେଇଯାଇପାରେ । ଏହାସହ ଆସନ୍ତା ୧ ସପ୍ତାହ ମଧ୍ୟରେ ୟୁକ୍ରେନ ସରକାର ଭାଙ୍ଗିଯାଇପାରେ ।
ସୂଚନାଯୋଗ୍ୟ, ଆକ୍ରମଣର ଦ୍ୱିତୀୟ ଦିନରେ ସକାଳୁ ସକାଳୁ ରୁଷିଆ ପକ୍ଷରୁ ୟୁକ୍ରେନର ରାଜଧାନୀ କ୍ୱିଭରେ ବଡ ଧରଣର ବିସ୍ଫୋରଣ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ହୁତି ବିଦ୍ରୋହୀ ୨୯୦ ବନ୍ଦୀଙ୍କୁ ମୁକ୍ତ କଲେ

ସାନା,୧।୧୦: ୟେମେନ୍‌ରେ ହୁତି ବିଦ୍ରୋହୀମାନେ ୨୯୦ ବନ୍ଦୀଙ୍କୁ ମୁକ୍ତ କରିଛନ୍ତି। ବିଦ୍ରୋହୀମାନେ ସ୍ଥାନୀୟ ଅଞ୍ଚଳରେ ମୁତୟନ ଥିବା ସୈନିକଙ୍କୁ ବନ୍ଦୀ କରିଥିଲେ। ତେବେ ବିଦ୍ରୋହୀମାନେ ଅନ୍ୟ...

ଓମିକ୍ରନ୍‌ର ପ୍ରଥମ ଚିତ୍ର ଜାରି, ପରିସ୍ଥିତିକୁ ଦୃଷ୍ଟିରେ ରଖି ନିଜକୁ ପରିବର୍ତ୍ତନ କରିଥାଏ…

ରୋମ/ନୂଆଦିଲ୍ଲୀ,୨୯।୧୧: କରୋନା ମହାମାରୀର ଦକ୍ଷିଣ ଆଫ୍ରିକାରେ ମିଳିଥିବା ନୂଆ ଭାରିଆଣ୍ଟ ଓମିକ୍ରନ୍‌ର ପ୍ରଥମ ଚିତ୍ର ଜାରି କରାଯାଇଛି। କରୋନାର ଅନ୍ୟ ଭାରିଆଣ୍ଟ ତୁଳନାରେ ଓମିକ୍ରନ୍‌ ନିଜକୁ...

ମୋଦିଙ୍କ ସହ ସାକ୍ଷାତ୍‌ ପରେ ୨୫୦ ଭାରତୀୟ କଏଦୀଙ୍କୁ ମୁକ୍ତ କଲେ ବାହାରିନ ସରକାର

ମନାମା,୨୫।୮: ଗୋଟିଏ ପଟେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶନିବାର କ୍ରାଉନ୍‌ ପ୍ରିନ୍ସ ଶେଖ୍‌ ମହମ୍ମଦ ବିନ ଜାୟଦ ଅଲ ନାହୟନ ୟୁଏଇର ସର୍ବୋଚ୍ଚ ନାଗରିକ...

ମାରିଉପୋଲ ଷ୍ଟିଲ ପ୍ଲାଣ୍ଟରୁ ୧୧ ଶିଶୁଙ୍କ ସମେତ ଉଦ୍ଧାର ହେଲେ ୫୦ ଜଣ

କ୍ୱିଭ,୭ ।୫: ୟୁକ୍ରେନର ମାରିଉପୋଲ ଷ୍ଟିଲ ପ୍ଲାଣ୍ଟ ସୁଡଙ୍ଗରେ ଲୁଚି ରହିଥିବା ୧୧ ଶିଶୁଙ୍କ ସମେତ ୫୦ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି ।...

ସଂକ୍ରମଣରୁ ଦୂରେଇ ରହିବା ପାଇଁ ଚାଇନାରେ ପ୍ଲାଷ୍ଟିକ ଘେରରେ ବୁଲୁଛନ୍ତି ଲୋକେ, ଭିଡ଼ିଓ ଭାଇରାଲ…

ବେଜିଂ,୨୭।୧୨ : ଚାଇନାରେ କରୋନା ସଂକ୍ରମଣ ବୃଦ୍ଧି ହେତୁ ପରିସ୍ଥିତି ବିଗିଡି ଯାଉଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଏଠାରେ ସଂକ୍ରମିତ ଦୈନିକ ସଂଖ୍ୟା ପ୍ରାୟ ୧୦...

ସଂସଦୀୟ ନିର୍ବାଚନର ବହିଷ୍କାର କଲେ ଟ୍ୟୁନିସିୟା ମତଦାତା

ଟ୍ୟୁନିସିୟା,୩୧ ।୧: ଟ୍ୟୁନିସିୟାରେ ବହୁ ସଂଖ୍ୟାରେ ମତଦାତା ସଂସଦୀୟ ନିର୍ବାଚନକୁ ବହିଷ୍କାର କରିଛନ୍ତି । ଏହି ନିର୍ବାଚନକୁ ସେମାନଙ୍କ ରାଷ୍ଟ୍ରପତି ତଥା ଦେଶର ସଙ୍କଟଗ୍ରସ୍ତ ଗଣତନ୍ତ୍ର...

ବାଲିରେ ଓଡ଼ିଶାର ବାଲିଯାତ୍ରା ସମ୍ପର୍କରେ କହିଲେ ପ୍ରଧାନମନ୍ତ୍ରୀ…

ବାଲି,୧୫।୧୧ : ଇଣ୍ଡୋନେସିଆର ବାଲିରେ ଜି -୨୦ଶିଖର ସମ୍ମିଳନୀ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ବାଲି ସହ ଭାରତର...

ଜର୍ମାନୀ ଚାନ୍‌ସେଲରଙ୍କୁ ଭେଟିଲେ ମୋଦି

ବର୍ଲିନ,୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ୟୁରୋପ ଗସ୍ତରେ ଅଛନ୍ତି। ଯାତ୍ରାର ପ୍ରଥମ ପର୍ଯ୍ୟାୟରେ ସୋମବାର ଜର୍ମାନୀର ରାଜଧାନୀ ବର୍ଲିନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।...

Advertisement
Archives

Model This Week