ବୋମାମାଡରେ ଥରିଲା ଲଭିଭ

କ୍ୱିଭ,୧୭ ।୫: ଦୀର୍ଘ ୨ ମାସରୁ ଅଧିକ ସମୟ ହେଲା ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଜାରି ରହିଛି । ଏଥିରେ କେହି ପଛଘୁଞ୍ଚା ଦେଉ ନ ଥିବା ବେଳେ ବିଜୟ ଲକ୍ଷ୍ୟ ରଖିଥିବା ରୁଷିଆ ବେଳକୁ ବେଳ ବିଜୟ ଲକ୍ଷ୍ୟ ହାସଲ କରିବା କଷ୍ଟକର ହୋଇ ଗଲାଣି । କାରଣ ଏବେ ଏବେ ୟୁକ୍ରେନ୍ ସେନା ବି ରୁଷିଆ ସେନା ଆକ୍ରମଣର ପ୍ରତି ଆକ୍ରମଣରେ ଏହାର କଡା ଜବାବ ଦେଉଛନ୍ତି । ନିକଟରେ ମିଳିଥିବା ରିପୋର୍ଟ ଅନୁଯାୟୀ, ରୁଷିଆର ବୋମାମାଡରେ ୟୁକ୍ରେନର ପଶ୍ଚିମ ସହର ଲଭିଭ ଥରି ଉଠିଛି । ପ୍ରତ୍ୟେକ୍ଷଦର୍ଶୀଙ୍କ କହିବା କଥା ହେଲା ସହରରେ ଅତିକମରେ ଆଠ ବଡହ ଧରଣର ବିସ୍ଫୋରଣ ହୋଇଛି । ଏଥିରେ ଉଠିଥିବା ନିଆଁ ଓ ଧୂଆଁରେ କିଛି ଦେଖାଯାଉ ନ ଥିଲା । ସହରରେ ସକାଳ ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ କର୍ଫ୍ୟୁ ଜାରି କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri