ରୁଷିଆ-ୟୁକ୍ରେନ୍ ଯୁଦ୍ଧ: ‘ୟୁକ୍ରେନରୁ ବାହାରୁ ରୁଷିଆ’ ମିଳିତ ଜାତିସଂଘରେ ଯୁଦ୍ଧ ବିରୋଧରେ ପ୍ରସ୍ତାବ ପାସ, ଭୋଟିଂରୁ ଦୂରେଇ ରହିଲା ଭାରତ

ନ୍ୟୁୟର୍କ,୨୪ ।୨: ରୁଷିଆ ପକ୍ଷରୁ ୟୁକ୍ରେନ୍ ଉପରେ କରାଯାଇଥିବା ଆକ୍ରମଣ ମଧ୍ୟରେ ଭାରତୀୟ ସମୟ ଅନୁସାରେ ଗୁରୁବାର ବିଳମ୍ବିତ ରାତିରେ ମିଳିତ ଜାତିସଂଘର ସାଧାରଣ ସଭା(ୟୁଏନଜିଏ)ରେ ଏକ ପ୍ରସ୍ତାବ ପାରିତ ହୋଇଛି । ମିଳିତ ଜାତିସଂଘର ସାଧାରଣ ସଭା ୟୁକ୍ରେନରେ ଏକ ବ୍ୟାପକ, ନ୍ୟାୟ ସଙ୍ଗତ ଓ ସ୍ଥାୟୀ ଶାନ୍ତିରେ ପହଞ୍ଚିବାର ଆବଶ୍ୟକତା ଉପରେ ଏକ ପ୍ରସ୍ତାବ ପାରିତ ହୋଇଛି ।

୧୪୧ ସଦସ୍ୟ ପ୍ରସ୍ତାବ ସପକ୍ଷରେ ମତ ଦେଇଥିବା ବେଳେ ୭ ଏହାକୁ ବିରୋଧ କରିଛନ୍ତି । ଅନ୍ୟପଟେ ଚାଇନା ଓ ଭାରତ ସମେତ ୩୨ ସଦସ୍ୟ ମତଦାନ ସମୟରେ ଅନୁପସ୍ଥିତ ରହିଥିଲେ । ୟୁଏନଜିଏ ଏକ ଅଣ-ବାଧ୍ୟତାମୂଳକ ପ୍ରସ୍ତାବ ପାରିତ କରିଛି । ଏହି ପ୍ରସ୍ତାବରେ ରୁଷିଆ ସହ ଶତ୍ରୁତାକୁ ବନ୍ଦ କରିବାକୁ ଏବଂ ୟୁକ୍ରେନରୁ ସେନା ପ୍ରତ୍ୟାହାର କରିବାକୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri