‘ଭିକ୍ଟ୍ରି ଡେ’ର ଠିକ ପୂର୍ବରୁ ହୋଇଥିବା ଡ୍ରୋନ ଆକ୍ରମଣର କଡା ଜବାବ ଦେବ ରୁଷିଆ, ୟୁକ୍ରେନକୁ ଦେଲା ଧମକ

ମସ୍କୋ, ୪।୫:ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ଉପରେ ଅଭିଯୋଗ ଆଣିଛନ୍ତି କି ତାଙ୍କର କ୍ରେମଲିନରେ ଥିବା ଘର ଉପରେ ଡ୍ରୋନ ଆକ୍ରମଣ କରିବାକୁ ଚେଷ୍ଟା କରାଯାଇଛି। ରୁଷିଆ କହିଛି ପୁଟିନଙ୍କୁ ହତ୍ୟା କରିବାକୁ ଏଭଳି ଷଡଯନ୍ତ୍ର ରଚାଯାଇଛି। ହେଲେ ଏହି ସମୟରେ ରାଷ୍ଟ୍ରପତି ସେହି ଘରେ ଉପସ୍ଥିତ ନ ଥିଲେ।
ରୁଷିଆର ସଂସଦ କ୍ରେମଲିନରେ ରାଷ୍ଟ୍ରପତିଙ୍କ ଘର ଉପରେ ହୋଇଥିବା ଆକ୍ରମଣକୁ ଆତଙ୍କବାଦୀ ଆକ୍ରମଣ ବୋଲି କହିଛି। କ୍ରେମଲିନ କହିଛି ପୁଟିନ ଏହି ଆକ୍ରମଣରେ ଆହତ ହୋଇ ନାହାନ୍ତି, ଡ୍ରୋନ ଆକ୍ରମଣକୁ ସେନା ଓ ସ୍ପେଶାଲ ସର୍ଭିସ ଦ୍ୱାରା ନଷ୍ଟ କରି ଦିଆଯାଇଛି। ଏଥିରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡିଛି।
ପୁଟିନଙ୍କ ଉପରେ ଚେଷ୍ଟା କରାଯାଇଥିବା ଆକ୍ରମଣକୁ ନେଇ କ୍ରେମଲିନ ସଂସଦରେ କହିଛି କି ଖୁବଶୀଘ୍ର ରୁଷିଆ ପକ୍ଷରୁ ଏହାର ଜବାବ ଦିଆଯିବ। ଏହାକୁ ନେଇ ରୁଷିଆ ସେନାଙ୍କ ପକ୍ଷରୁ ବି ୟୁକ୍ରେନକୁ ଧମକ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri