ୟୁକ୍ରେନ ଉପରେ ରୁଷିଆର ଏୟାର ଷ୍ଟ୍ରାଇକ…

କିଭ,୧୦।୯: ରୁଷିଆ ରବିବାର ଭୋର ସମୟରେ ୟୁକ୍ରେନ ରାଜଧାନୀ କିଭ ଉପରେ ଏୟାର ଷ୍ଟ୍ରାଇକ କରିଛି।
ଆକ୍ରମଣରେ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ଜଣା ପଡି ନାହିଁ। ନ୍ୟୁଜ ଏଜେନ୍ସି ରଏଟର୍ସ ଅନୁଯାୟୀ କିଭରେ ଅତି କମରେ ପାଞ୍ଚଟି ବିସ୍ଫୋରଣ ଶବ୍ଦ ଶୁଣାଯାଇଛି ଏବଂ ୟୁକ୍ରେନ ମିଡିଆ ଫୁଟେଜରେ ଅନେକ କାର ନଷ୍ଟ ହୋଇଥିବା ଦେଖାଯାଇଛି।

ଐତିହାସିକ ପୋଡିଲ ପଡୋସରେ ଜଣେ ବ୍ୟକ୍ତି ଆହତ ହୋଇଥିବା ବେଳେ ସହରର ଏକ ପାର୍କ ନିକଟରେ ଅଗ୍ନିକାଣ୍ଡ ଘଟିଥିବା କିଭର ମେୟର ଭିଟାଲି କ୍ଲିଚକୋ କହିଛନ୍ତି।

କ୍ଲିଚକୋ ଏବଂ ସହରର ସାମରିକ ପ୍ରଶାସନ କହିଛନ୍ତି ଡ୍ରୋନିଟକି ସୋଲୋମିଆନସ୍କି, ଶେଭଚେଙ୍କିସ୍କି, ସ୍ବିୟାତୋସିନସ୍କି ଏବଂ ପୋଡିଲ ଜିଲା ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଶେଭେଞ୍ଚିଭସ୍କି ଜିଲାରେ ଏକ ଆପାର୍ଟମେଣ୍ଟରେ ନିଆଁ ଲାଗିଯାଇଥିଲା ଯାହା ଶୀଘ୍ର ନିୟନ୍ତ୍ରଣକୁ ଆସିଥିଲା। କୌଣସି କ୍ଷତବିକ୍ଷତ ସମ୍ପର୍କରେ ତୁରନ୍ତ ଖବର ଆସିନାହିଁ ବୋଲି ଟେଲିଗ୍ରାମ ମେସେଜିଂ ଆପରେ କିଭର ସାମରିକ ପ୍ରଶାସନର ମୁଖ୍ୟ ସେରହି ପୋପକୋ କହିଛନ୍ତି।

ଏହି ଆକ୍ରମଣ ସମ୍ପର୍କରେ ରୁଷିଆ ପକ୍ଷରୁ କୌଣସି ମନ୍ତବ୍ୟ ପ୍ରକାଶ ପାଇନାହିଁ। ମସ୍କୋ ପ୍ରାୟ ରାତି ସମୟରେ ୟୁକ୍ରେନର ବିଭିନ୍ନ ଅଞ୍ଚଳ ଉପରେ ଆକ୍ରମଣ କରୁଛି। ବୁଧବାର ପୂର୍ବ କୋଷ୍ଟିଆଣ୍ଟିନିଭକୋ ସହରରେ ରୁଷିଆର ଆକ୍ରମଣରେ ୧୭ ଜଣଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri