ଖାର୍କିଭ ଦଖଲ ଲକ୍ଷ୍ୟରେ ରୁଷିଆ, ନଷ୍ଟକଲା ଆମେରିକା-ୟୁରୋପୀୟ ଅସ୍ତ୍ର ଭଣ୍ଡାର

କ୍ୱିଭ,୮ ।୫: ମାରିଉପୋଲକୁ ନିଜ କବଜାକୁ ଆଣିବା ପରେ ଏବେ ରୁଷିଆ ସେନାଙ୍କ ଲକ୍ଷ୍ୟରେ ରହିଛି ଡୋନେସ୍କ, ଲୁହାଂନ୍ସ ଓ ଖାର୍କିଭ । ଖାର୍କିବ ଦଖଲ ଟାର୍ଗେଟରେ ଥିବା ରୁଷିଆ ସେନା ଶନିବାର ୟୁକ୍ରେନ ସେନାର ଆକ୍ରମଣକୁ ଦୁର୍ବଳ କରିବାକୁ ଉକ୍ତ ଅଞ୍ଚଳର ୩ଟି ପୋଲିକୁ ଉଡାଇ ଦେଇଥିବା ସୂଚନା ମିଳିଛି । ସେହିପରି ଖାର୍କିଭରେ ଥିବା ବୋହୋଡୁରବିନ ରେଲୱେ ଷ୍ଟେଶନ ନିକଟରେ ଥିବା ଅସ୍ତ୍ର ଭଣ୍ଡାରକୁ ବି ରୁଷିଆ ସେନା ମିଶାଇଲ ମାଡ କରି ନଷ୍ଟ କରି ଦେଇଛନ୍ତି । ଏହି ଅସ୍ତ୍ର ଭଣ୍ଡାରରେ ଆମେରିକା ଓ ୟୁରୋପ ଦ୍ୱାରା ୟୁକ୍ରେନକୁ ଦିଆଯାଇଥିବା ଅସ୍ତ୍ର ରଖାଯାଇଥିଲା ।
ଦଷିଣ ୟୁକ୍ରେନର ବନ୍ଦର ସହର ଓଡେଶା ଉପରେ ବି ଶନିବାର ରୁଷିଆ ସେନା ମିଶାଇଲ ମାଡ କରିଛି । ଏହି ଆକ୍ରମଣରେ ଏଠାରେ ଥିବା ଏକ ଫର୍ନିଚର ଫ୍ୟାକ୍ଟ୍ରି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ଏକ ରନୱେ କ୍ଷତିଗ୍ରସ୍ତ ହୋଇଛି । ସେହିପରି ଶନିବାର ରୁଷିଆ ସେନାଙ୍କ ଦ୍ୱାରା ହୋଇଥିବା ମିଶାଇଲ ମାଡରେ ଖାର୍କିଭରେ ଥିବା ୟୁକ୍ରେନର ନ୍ୟାଶନାଲ ମ୍ୟୁଜିୟମ ନଷ୍ଟ ହୋଇ ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri