ୟୁକ୍ରେନ୍‌ ଆକ୍ରମଣକୁ ବିରୋଧ କଲେ ରୁଷିଆ ମହାକାଶଚାରୀ…

ମସ୍କୋ, ୧୯।୩ : ୟୁକ୍ରେନ୍‌ ଉପରେ ଆକ୍ରମଣକୁ ୩ ଜଣ ରୁଷୀୟ ମହାକାଶଚାରୀଙ୍କ ଏକ ଦଳ ପକ୍ଷରୁ ନିଆରା ଢଙ୍ଗରେ ବିରୋଧ କରାଯାଇଛି। ସେମାନେ ୟୁକ୍ରେନ ପତାକା ରଙ୍ଗର ପୋଷାକ ପିନ୍ଧି ଅନ୍ତର୍ଜାତୀୟ ସ୍ପେସ ଷ୍ଟେସନରେ ପହଞ୍ଚିଥିଲେ।

ୟୁକ୍ରେନ ଉପରେ ରୁଷର ଆକ୍ରମଣକୁ ବିରୋଧ କରିବା ପାଇଁ ସେମାନେ ଏଭଳି କରିଥିଲେ। ଗତ ମାସରେ ରୁଷିଆର ୟୁକ୍ରେନ ଆକ୍ରମଣ ପରେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ପହଞ୍ଚିଥିବା ଏହା ହେଉଛି ମହାକାଶଚାରୀଙ୍କ ପ୍ରଥମ କ୍ରୁ।

ମହାକାଶଚାରୀମାନେ ଏଠାରେ ପହଞ୍ଚିବା ମାତ୍ରେ ସେମାନଙ୍କୁ ସ୍ବାଗତ କରାଯାଇଥିଲା। ସେଠାରେ ଆମେରିକୀୟ, ରୁଷିଆ ଏବଂ ଜର୍ମାନ କଣ୍ଟିଜେଣ୍ଟମାନଙ୍କୁ ଆଲିଙ୍ଗନ ଏବଂ ଅଭିନନ୍ଦନ କରୁଥିବା ଦେଖାଯାଇଥିଲା। ସମସ୍ତ ରୁଷୀୟ ମହାକାଶଚାରୀମାନେ ହଳଦିଆ ଏବଂ ନୀଳ ରଙ୍ଗର ପୋଷାକ ପିନ୍ଧିଥିଲେ। ସୂଚନାଯୋଗ୍ୟ, ୟୁକ୍ରେନର ପତାକା ମଧ୍ୟ ନୀଳ ଏବଂ ହଳଦିଆ ରଙ୍ଗର।


Enter your email to get our daily news in your inbox.

All Right Reserved By Dharitri.Com

କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍‌ ପ୍ରତିଯୋଗିତାରେ ନେଲେ ଖୁବ୍‌ ମଜା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍‌…

‘ତୁମେମାନେ ପରଜୀବୀ, ଜେଲରେ ବନ୍ଦ…’; କକ୍ରୋଚ ପରେ ପୁଣି ବିବାଦୀୟ ବୟାନ ଦେଲେ CJI!

ନୂଆଦିଲ୍‌ଲୀ,୧୭।୬: ଭାରତର ମୁଖ୍ୟ ବିଚାରପତି (CJI) ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଦ୍ୱାରା କିଛି ସମୟ ପୂର୍ୱରୁ ଦିଆଯାଇଥିବା ‘ଅସରପା’ (କକ୍ରୋଚ) ବୟାନକୁ ନେଇ ସାରା ଦେଶରେ ପ୍ରବଳ ହଙ୍ଗାମା…

ଗଛରେ ପିଟିହେଲା ବାଇକ୍‌: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ପରଜଙ୍ଗ,୧୭ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ୍‌ ଥାନା କମର-ପଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର କୁଟୁରିଆ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ଗଛରେ…

ରାସ୍ତାକଡ଼ରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ, ପାଖରେ ପଡ଼ିଛି ଚପଲ

ରାଜନଗର,୧୭ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ପଟ୍ଟାମୁଣ୍ଡାଇ ମୁଖ୍ୟ ତଳ ରାସ୍ତାର ମଦଭାଟିଠାରୁ କିଛି ଦୂରରେ ରାସ୍ତା ତଳକୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଛି।…

ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା: ଡାକ୍ତରଙ୍କ ଉପରେ ଆକ୍ରମଣ କଲେ ସମ୍ପର୍କୀୟ

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦରମହକୁମା ମୁଖ୍ୟ ଚିକିତ୍ସାଳୟରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଏଥିସହ ଉକ୍ତ ମହିଳାଙ୍କ ସମ୍ପର୍କୀୟମାନେ ଚିକିତ୍ସାରେ ଅବହେଳା…

ପରସ୍ପରକୁ ଅଣଦେଖା କଲେ ମୋଦି-ଟ୍ରମ୍ପ: ହାତ ମିଳାଇଲେ, ହେଲେ…

ପ୍ୟାରିସ୍‌,୧୭।୬: ଫ୍ରାନ୍ସର ଇଭିଆନଠାରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ସ୍ବଳ୍ପ ବୈଠକ କରିଥିଲେ।…

ପାଠ୍ୟପୁସ୍ତକରେ ତ୍ରୁଟି: ୩ ଜଣିଆ କମିଟି ଗଠନ କରି ମୁଖ୍ୟମନ୍ତ୍ରୀ କହିଲେ ୭ ଦିନରେ ରିପୋର୍ଟ ଦିଅ, ପରେ…

ଭୁବନେଶ୍ୱର,୧୭ା୬: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି।…

ବିଲ୍‌ଓଙ୍କ ଦାୟିତ୍ୱହୀନତା: SIRରୁ ବାଦ୍‌ ପଡ଼ିଲେ ବହୁ ଭୋଟର

ପୁରୁଷୋତ୍ତମପୁର,୧୭ା୬(ସବିତା ମିଶ୍ର): ସରକାର ଭୋଟର ତାଲିକାରେ ସ୍ବଚ୍ଛତା ଆଣିବା ସହ ଠିକ୍‌ସମୟରେ ନୂତନ ଭୋଟରଙ୍କ ନାମ ଯୋଡ଼ିବା ଓ ମୃତ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ ବାଦ୍‌ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri