ୟୁକ୍ରେନର ଚେର୍ନୋବିଲ ନ୍ୟୁକ୍ଲିୟର ପ୍ଲାଣ୍ଟକୁ କବଜା କଲା ରୁଷିଆ!

କ୍ୱିଭ୍‌,୨୫ ।୨: ରୁଷିଆ ସମ୍ପୂର୍ଣ୍ଣ ଭାବେ ଆକ୍ରମଣ ଢଙ୍ଗରେ ୟୁକ୍ରେନ୍ ଉପରେ ଆକ୍ରମଣ କରି ଚାଲିଛି । ୟୁକ୍ରେନର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ରୁଷିଆ ମିଶାଇଲ ଆକ୍ରମଣ କରିଥିବା ବେଳେ ଏଥିରେ ସେନାଙ୍କ ସମେତ ପ୍ରଥମ ଦିନରେ ପାଖାପାଖି ୧୩୭ ସାଧାରଣ ନାଗରିକଙ୍କର ମୃତ୍ୟୁ ହୋଇଥିବା କୁହାଯାଉଛି । ହେଲେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କରିଛନ୍ତି କି ରୁଷିଆ କେବଳ ୟୁକ୍ରେନର ସେନା ଶିବିର ଉପରେ ଆକ୍ରମଣ କରିଛି । ଅନ୍ୟପଟେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଦାବି କରିଛନ୍ତି କି ରୁଷିଆ ଚେର୍ନୋବିଲରେ ଥିବା ନ୍ୟୁକ୍ଲିୟର ପ୍ଲାଣ୍ଟକୁ କବଜା କରି ସାରିଛି । ଏବେ ଏଥିରୁ ରେଡିଏଶନର ଭୟ ସୃଷ୍ଟି ହୋଇଛି । ସୂଚନାଯୋଗ୍ୟ, ୧୯୮୬ରେ ଏହି ନ୍ୟୁକ୍ଲିୟର ପ୍ଲାଣ୍ଟରେ ବଡ ଧରଣର ଦୁର୍ଘଟଣା ହୋଇଥିଲା । ଏବେ ଏହା ପରମାଣୁ ବର୍ଜ୍ୟବସ୍ତୁର ଷ୍ଟୋରେଜ ସେଣ୍ଟର ହୋଇଥିବା ବେଳେ ଏଠାରେ ଟନ ଟନ ପରିମାଣର ପରମାଣୁ ଇନ୍ଧନ ଗଚ୍ଛିତ ହୋଇ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ହେବେ ରାଜ୍ୟର ନୂଆ ଡିଜିପି: ସୁପ୍ରିମକୋର୍ଟରେ ପହଞ୍ଚିଲା ମାମଲା

ଭୁବନେଶ୍ୱର,୧୨ା୮(ସୁନିତ୍‌ ମିଶ୍ର): ରାଜ୍ୟର ନୂଆ ଡିଜିପି କିଏ ହେବେ ତାହାକୁ ନେଇ ଏଯାଏଁ କିଛି ସ୍ପଷ୍ଟ ଚିତ୍ର ଆସିପାରି ନାହିଁ। ଇତିମଧ୍ୟରେ ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୨।୮ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri