ସଫଳ କ୍ଲିନିକାଲ ପରୀକ୍ଷା ପରେ ରୁଷିଆର କ୍ୟାନ୍‌ସର ଟିକା ବ୍ୟବହାର ପାଇଁ ପ୍ରସ୍ତୁତ

ମସ୍କୋ,୭ା୯: ରୁଷୀୟ ବୈଜ୍ଞାନିକମାନେ ବିକଶିତ କରିଥିବା ନୂଆ କ୍ୟାନ୍‌ସର ଟିକାର ସଫଳ କ୍ଲିନିକାଲ ପରୀକ୍ଷା ପରେ ଏବେ ତାହା ବ୍ୟବହାର ପାଇଁ ପ୍ରସ୍ତୁତ ହୋଇଥିବା ଫେଡେରାଲ ମେଡିକାଲ ଆଣ୍ଡ୍‌ ବାୟୋଲୋଜିକାଲ ଏଜେନ୍ସି (ଏଫ୍‌ଏମ୍‌ବିଏ) ପକ୍ଷରୁ କୁହାଯାଇଛି। ଇଷ୍ଟର୍ନ ଇକୋନୋମିକ୍‌ ଫୋରମ୍‌ରେ ଏଫ୍‌ଏମ୍‌ବିଏ ମୁଖ୍ୟ ଭେରୋନିକା ସ୍କୋର୍ଟସୋଭା ଏହା ଘୋଷଣା କରିଛନ୍ତି।

କୋଭିଡ୍‌-୧୯ ଭାକ୍ସିନ୍‌ରେ ବ୍ୟବହୃତ ଦୃଷ୍ଟିକୋଣ ଏମ୍‌ଆର୍‌ଏନ୍‌ଏ ଟେକ୍‌ନୋଲୋଜି ଆଧାରରେ ଇଣ୍ଟେରୋମିକ୍ସ ନାମକ କ୍ୟାନ୍‌ସର ଟିକା ପ୍ରସ୍ତୁତ ହୋଇଛି। ଦୁର୍ବଳ ଭୂତାଣୁ ବ୍ୟବହାର କରିବା ପରିବର୍ତ୍ତେ ଏମ୍‌ଆର୍‌ଏନ୍‌ଏ ଭାକ୍ସିନ୍‌ ଶରୀରର କୋଷଗୁଡ଼ିକୁ ପ୍ରୋଟିନ୍‌ ଉତ୍ପନ୍ନ କରିବାକୁ ଶିଖାଇଥାଏ, ଯାହା କ୍ୟାନ୍‌ସର ସେଲ୍‌ ବିରୋଧରେ ପ୍ରତିରୋଧ କ୍ଷମତା ବଢ଼ାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri