ରୁଷିଆ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ୧୩ ମୃତ

ମସ୍କୋ,୧୮।୧୦: ରୁଷିଆର ସୁପରସୋନିକ ଯୁଦ୍ଧ ବିମାନ ୟୁକ୍ରେନ ସୀମା ନିକଟ ଦକ୍ଷିଣ ରୁଷିଆର ୟେସ୍କ ସହରର ଏକ ଆବାସିକ କୋଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ତିନି ପିଲାଙ୍କ ସମେତ ଅତି କମରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୧୯ ଜଣ ଆହତ ହୋଇଥିବା ମଧ୍ୟ ସୂଚନା ମିଳିଛି। ଇଞ୍ଜିନ ଖରାପ ହେବା ଯୋଗୁ ବିମାନ କ୍ରାସ ହୋଇଥିବା ରୁଷିଆ ସେନା ପକ୍ଷରୁ ସୂଚନା ଦିଆଯାଇଛି। ଟେକ ଅଫ ସମୟରେ ଏସୟୁ-୩୪ ବୋମା ବର୍ଷଣକାରୀ ବିମାନର ଏକ ଇଞ୍ଜିନରେ ନିଆଁ ଲାଗିଯାଇଥିଲା ବୋଲି ରୁଷିଆ ପ୍ରତିରକ୍ଷାମନ୍ତ୍ରୀ ସୂଚନା ଦେଇଛନ୍ତି।
ରୁଷିଆ ୟୁକ୍ରେନ ଉପରେ ଆକ୍ରମଣକୁ ଆହୁରି ତୀବ୍ର କରିଛି। ସୋମବାର ରୁଷିଆର ଡ୍ରୋନ ଆକ୍ରମଣରେ ୮ ଜଣଙ୍କର ମୃତ୍ୟୁ ଘଟିଛି। ଗତ ୮ ମାସ ହେବ ଚାଲିଥିବା ଯୁଦ୍ଧରେ ଏପର୍ଯ୍ୟନ୍ତ ୟୁକ୍ରେନର ହଜାର ହଜାର ଲୋକ ମୃତ୍ୟୁବରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ବଡ଼ ଖବର! ଏହି ରାଜ୍ୟରେ ଅକ୍ଟୋବର ୧ରୁ ମିଳିବନି ପେଟ୍ରୋଲ୍-ଡିଜେଲ୍

ଚଣ୍ଡିଗଡ଼,୧୬।୯: ହରିୟାଣାରେ ୧ ଅକ୍ଟୋବର ୨୦୨୬ରୁ ଯାନବାହନ ଚଳାଚଳକୁ ନେଇ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଏନ୍‌ସିଆର ଅଞ୍ଚଳରେ ପୁରୁଣା…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ଜ୍ବରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ, ଅଞ୍ଚଳରେ ଶୋକର ଛାୟା

ପାତ୍ରପୁର,୧୬।୯(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମର ପ୍ରତାପ ବାଡ଼ତ୍ୟା ଓ ତାଙ୍କ ସ୍ତ୍ରୀ ପ୍ରିୟଙ୍କା ହାଇଦ୍ରାବାଦରେ ଶ୍ରମିକ ଭାବେ କାମ କରୁଥିଲେ । ତେବେ…

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

କନ୍ନଡ ଅଭିନେତା ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍‌କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍‌ ଅଭିନେତା ଅନନ୍ତ ନାଗ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?