କ୍ୱିଭ ମୁହାଁ ରୁଷିଆ ସେନା, ୬୪ କିଲୋମିଟର ପର୍ଯ୍ୟନ୍ତ ଲମ୍ବା ଲାଇନ

କ୍ୱିଭ,୧ ।୩: ୟୁକ୍ରେନ୍ ଉପରେ ଲଗାତାର ଆକ୍ରମଣ ଜାରି ରଖିଛି ୟୁକ୍ରେନ୍ । ଖୁବଶୀଘ୍ର ରୁଷିଆ ୟୁକ୍ରେନର ରାଜଧାନୀ କ୍ୱିଭକୁ ନିଜ ଦଖଲକୁ ଆଣିବାକୁ ଚେଷ୍ଟା ଚଳାଇଛି । ଏଥିପାଇଁ ଏବେ କ୍ୱିଭ ମୁହାଁ ହୋଇଛନ୍ତି ରୁଷିଆ ସେନା । ସଦ୍ୟ ଆସିଥିବା ଖବରରୁ ଜଣାପଡିଛି କି ସାଟେଲାଇଟ ଚିତ୍ରରୁ ଯାହା ଜଣାପଡୁଛି ପ୍ରାୟ ୬୪ କିଲୋମିଟର ପର୍ଯ୍ୟନ୍ତ ଲମ୍ବିଲାଣି ରୁଷିଆ ସେନା । ଏହା ରାଜଧାନୀ କ୍ୱିଭର ଉତ୍ତର ପଟରେ ଥିବା ଦେଖାଯାଇଛି । ମେକ୍ସାସ ଟେକ୍ନୋଲୋଜି ପକ୍ଷରୁ ଜାରି କରାଯାଇଥିବା ଫଟୋରୁ ଏହା ଜଣାପଡିଛି । ୬୪ କିଲୋମିଟର ପର୍ଯ୍ୟନ୍ତ ଲମ୍ବା ସେନାଙ୍କ କାଫିଲାରେ ବଖତରବନ୍ଦ, ଟ୍ୟାଙ୍କ, ତୋପଖାନେ ଓ ସପୋର୍ଟ ଗାଡି ସାମିଲ ରହିଛି । ପୂର୍ବରୁ ଏହା ୨୫ କିଲୋମିଟର ଲମ୍ବା ଥିବା ବେଳେ ଏବେ ଏହା ୬୪ କିଲୋମଟିର ପର୍ଯ୍ୟନ୍ତ ବଢିଯାଇଛି । ଏହାସହ ଦକ୍ଷିଣ ବେଲାରୁସରେ ସେନା ଓ ହେଲିକପ୍ଟର ବି ମୁତୟନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ…

‘ସେମାନଙ୍କୁ ଏହାର ମୂଲ୍ୟ ଦେବାକୁ ପଡିବ’ – ଆମେରିକା ଧମକର ଜବାବ ଦେଇଛି ଇରାନ; ଜାଣନ୍ତୁ ହର୍ମୁଜ ବିଷୟରେ କ’ଣ କହିଛି

ତେହରାନ,୧୨।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥିତିରେ ପହଞ୍ଚିଛି। ଇରାନ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଘୋଷଣା କରିଛି।…

ଇରାନ ଉପରେ ମାଡ଼ ହେଲା ୧୪୦ ମିଶାଇଲ

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ପାଇଁ ପ୍ରତ୍ୟେକ ଆଶା ବାରମ୍ବାର ଧୂଆଁରେ ଉଠୁଥିବା ପରି ମନେ ହେଉଛି। କୌଣସି ଚୁକ୍ତି ଚୂଡ଼ାନ୍ତ ହେବା ପୂର୍ବରୁ,…

Crude Oil Price : ହର୍ମୁଜ ବନ୍ଦ, ଇରାନ ଉପରେ ଆମେରିକାର ଆକ୍ରମଣ ଆରମ୍ଭ ଅଶୋଧିତ ତୈଳ ମୂଲ୍ୟ ଉପରେ କ’ଣ ପଡ଼ିଲା ପ୍ରଭାବ? ଜାଣନ୍ତୁ…

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁ ଅଶୋଧିତ ତୈଳ ବଜାରରେ ପୁଣି ଥରେ ଅନିଶ୍ଚିତତା ଦେଖାଦେଇଛି। ଇରାନ ଉପରେ ଆମେରିକାର ଆକ୍ରମଣ…

ତାଜ ହୋଟେଲକୁ ବୋମାରେ ଉଡ଼ାଇ ଦେବାକୁ ଧମକ, ତଦନ୍ତ ଆରମ୍ଭ କରିଛି ପୋଲିସ

ମୁମ୍ବାଇ,୧୨।୭: ମୁମ୍ବାଇର ତାଜ ହୋଟେଲକୁ ଉଡାଇ ଦେବାକୁ ବୋମା ଧମକ ଦିଆଯାଇଛି। ରବିବାର (୧୨ ଜୁଲାଇ) ମଧ୍ୟରାତ୍ରିରେ କଣ୍ଟ୍ରୋଲ ରୁମକୁ ଏହି ହୋଟେଲ ସମ୍ପର୍କରେ ବୋମା ଧମକ…

ଆଜି ବରଗଡ଼ ଆସୁଛନ୍ତି ଉପ ମୁଖ୍ୟମନ୍ତ୍ରୀ: ଏପଟେ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ରବିବାର ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ପୂର୍ବାହ୍ନ ପ୍ରାୟ ୧୧ଟାରେ…

୧୩ହଜାର ଫୁଟ ଉଚ୍ଚତାରେ ସ୍ୱାମୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ସ୍ତ୍ରୀ

ବର୍ଲିନ, ୧୨ା୭: ଏକ ଯାତ୍ରୀବାହୀ ବିମାନ ଝରକା ଦେଇ ଜଣେ ୬୧ ବର୍ଷିୟ ବୃଦ୍ଧ ହଠାତ୍‌ ଟାଣି ହୋଇଯାଉଥିବାବେଳେ ଜୀବନକୁ ବାଜି ଲଗାଇ ସ୍ୱାମୀଙ୍କୁ ମୃତ୍ୟୁ ମୁଖରୁ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri