ୟୁକ୍ରେନ ଉପରେ କ୍ଷେପଣାସ୍ତ୍ର ମାଡ଼ କଲା ରୁଷିଆ

କିଭ୍‌,୩୧ା୭: ଦୀର୍ଘଦିନ ଧରି ରୁଷିଆ-ୟୁକ୍ରେନ ଯୁଦ୍ଧ ଲାଗିଥିଲେ ମଧ୍ୟ ସରିବାର ନାଁ ନେଉନି। ଉଭୟ ଦେଶ ନିଜ ନିଜର ପରାକ୍ରମ ଦେଖାଇ ଚାଲିଛନ୍ତି। କେବେ ୟୁକ୍ରେନ ରୁଷିଆ ଉପରେ ଆକ୍ରମଣ କରୁଛନ୍ତି ତ କେବେ ରୁଷିଆ ଆକ୍ରମଣ କରି ଏହାର ପ୍ରତିଶୋଧ ନେଉଛି। ସୋମବାର ଦକ୍ଷିଣ ୟୁକ୍ରେନ କିଭ୍‌ର ରିହରେ ରୁଷିଆ କ୍ଷେପଣାସ୍ତ୍ର ଆକ୍ରମଣ କରିଛି ବୋଲି ୟୁକ୍ରେନ ଆଭ୍ୟନ୍ତରୀଣ ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛି।

ସୋସିଆଲ ମିଡିଆରେ ପ୍ରସାରିତ ହୋଇଥିବା ସହରର ଏକ ଅନିଶ୍ଚିତ ଭିଡିଓରେ ୯ ମହଲା କୋଠା ପାର୍ଶ୍ୱରେ ଏକ ଫାଙ୍କା ଛିଦ୍ର ଏବଂ ଭିତରେ ନିଆଁ ଦେଖାଯାଇଥିଲା। ଆହତଙ୍କ ସମ୍ପର୍କରେ କୌଣସି ଖବର ବର୍ତ୍ତମାନ ସୁଦ୍ଧା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

ଇରାନ-ଆମେରିକା ଯୁଦ୍ଧବିରତିରେ ପାକିସ୍ତାନ ନୁହେଁ, ଏହି ଦେଶ ଅସଲ ଖେଳାଳି! ଟ୍ରମ୍ପ କଲେ ବଡ଼ ଖୁଲାସା

ଓ୍ବାଶିଂଟନ୍‌,୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏଥିପାଇଁ ସେ ପାକିସ୍ତାନକୁ ଶ୍ରେୟ ଦେଇଛନ୍ତି । ହେଲେ ଏହି ସମୟରେ ଏକ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri