ୟୁକ୍ରେନ୍‌ ଉପରେ ରୁଷିଆର କ୍ଷେପଣାସ୍ତ୍ର ମାଡ଼: ୧୧ ମୃତ

କିଭ୍‌,୨୮।୧: ୟୁକ୍ରେନ୍‌ ଉପରେ ଗୁରୁବାର ରୁଷିଆର କ୍ଷେପଣାସ୍ତ୍ର ମାଡ଼ରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଆକ୍ରମଣରେ ଅନ୍ୟ ୧୧ ଜଣ ଆହତ ହୋଇଥିବା ୟୁକ୍ରେନ୍‌ ଜରୁରୀ ସେବା ବିଭାଗ ପକ୍ଷରୁ କୁହାଯାଇଛି। ମୁଖ୍ୟତଃ ୟୁକ୍ରେନ୍‌ର ବିଦ୍ୟୁତ୍‌ ଭିତ୍ତିଭୂମିକୁ ଟାର୍ଗେଟ କରି ରୁଷିଆ କ୍ଷେପଣାସ୍ତ୍ର ମାଡ଼ କରିଥିଲା। ଫଳରେ ଅନେକ ଅଞ୍ଚଳକୁ ବିଦ୍ୟୁତ୍‌ ଯୋଗାଣ ବନ୍ଦ ହୋଇଯାଇଛି। ଓଡେଶା କୃଷ୍ଣ ସାଗର ଅଞ୍ଚଳରେ ଥିବା ବିଦ୍ୟୁତ୍‌ ଭିତ୍ତିଭୂମି ଧ୍ୱଂସ ହୋଇଯାଇଛି। ରାଜଧାନୀ କିଭ୍‌ରେ ଜଣେ ପ୍ରାଣ ହରାଇଥିବାବେଳେ ଅନେକେ ମେଟ୍ରୋ ଷ୍ଟେଶନରେ ଆଶ୍ରୟ ନେବାକୁ ବାଧ୍ୟ ହୋଇଥିଲେ। ଆମେରିକା, କାନାଡ଼ା ଏବଂ ଜର୍ମାନୀ କିଭ୍‌କୁ ଟ୍ୟାଙ୍କ୍‌ ଯୋଗାଇବା ଲାଗି ରାଜି ହେବା ପରେ ମସ୍କୋ ପକ୍ଷରୁ ଏଭଳି ଆକ୍ରମଣ କରାଯାଇଛି। ରୁଷିଆର ୫୫ଟି କ୍ଷେପଣାସ୍ତ୍ରରୁ ୪୭ଟିକୁ ୟୁକ୍ରେନ୍‌ ଏୟାର ଡିଫେନ୍ସ ଖସାଇଥିବା ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ପଦକ୍ଷେପ ନେବା ପୂର୍ବରୁ ମହିଳାମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି: ମା’-ଭଉଣୀମାନଙ୍କ…

ନୂଆଦିଲ୍ଲୀ,୧୬।୪: ଦେଶର ସମସ୍ତ ମହିଳାଙ୍କୁ ଗୁରୁବାର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସଂସଦର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲ ଆଲୋଚନା ପୂର୍ବରୁ ସୋସିଆଲ ମିଡିଆ…

ବଢିଗଲା ସାବୁନ-ସାମ୍ପୁର ଦାମ୍‌, ସାଧାରଣ ଲୋକଙ୍କୁ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୬।୪: ଖୁଚୁରା ଏବଂ ପାଇକାରୀ ମୁଦ୍ରାସ୍ଫୀତି ବୃଦ୍ଧିର ରିପୋର୍ଟ ପରେ, ଆଉ ଏକ ଖବର ସାମ୍ନାକୁ ଆସିଛି ଯାହା ମଧ୍ୟବିତ୍ତ ପରିବାର ପାଇଁ ସାମାନ୍ୟ ଝଟକା ଆଣିପାରେ।…

ଦୂରଦୃଷ୍ଟି ଅଭାବ,ସରକାରୀ ଅର୍ଥ ବରବାଦ୍‌: ମାଟିରେ ମିଶିଲା ଦୋକାନ ଗୃହ

ବରଗଡ଼,୧6।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ପୌର ପ୍ରଶାସନ ପକ୍ଷରୁ ପର୍ଯ୍ୟାୟକ୍ରମେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଉଚ୍ଛେଦ ଅଭିଯାନ ଗୋଟିଏ ଅଞ୍ଚଳରୁ ଅନ୍ୟ ଅଞ୍ଚଳରେ…

ଜମ୍ବୁ ଦ୍ୱୀପ ମହୋତ୍ସବରେ ଓଡ଼ିଆ ଅସ୍ମିତାର ଝଲକ: ବିଧାୟକଙ୍କ ଦ୍ୱାରା…

ମହାକାଳପଡ଼ା,୧୬ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବଙ୍ଗୋପସାଗର ତଟ ଦେଶର ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ ୨୦୨୬ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ…

ଏପ୍ରିଲ ୨୯ ପରେ ଭାରତରେ ବଢିଯିବ ପେଟ୍ରୋଲ ଦର! ଲିଟର ପିଛା ହେବ…

ନୂଆଦିଲ୍ଲୀ,୧୬।୪: ମଧ୍ୟପ୍ରାଚ୍ୟରେ 40 ଦିନର ସଂଘର୍ଷ ପରେ, ଦୁଇ ସପ୍ତାହର ଯୁଦ୍ଧବିରତି ସ୍ଥାପନ କରାଯାଇଛି; ତଥାପି, ପରିସ୍ଥିତି ଅପରିବର୍ତ୍ତିତ ରହିଛି। ବିଶ୍ୱର ପ୍ରମୁଖ ଜଳପଥ ମଧ୍ୟରୁ, ହର୍ମୁଜ…

୨୦୩୨ ପର୍ଯ୍ୟନ୍ତ ଏହି ରାଶିକୁ କଲବଲ କରିବେ ଶନି! ଆଉ ୨ ରାଶି ହେବେ ପ୍ରଭାବିତ, ଜାଣି ନିଅନ୍ତୁ…

ନ୍ୟାୟର ଦେବତା ହେଉଛନ୍ତି ଶନି । ସାଡେ ସତୀ ସମୟରେ କିଛି ରାଶି ଉପରେ ତାଙ୍କର କଠୋର ଦୃଷ୍ଟି ପକାଇଥାନ୍ତି। ବର୍ତ୍ତମାନ ତିନୋଟି ରାଶି ଶନି ସାଡେ…

ସୋସିଆଲ ମିଡିଆରେ ଫସାଇ ୧୮୦ ନାବାଳିକାଙ୍କୁ ଯୌନ ଶୋଷଣ

ଅମରାବତୀ,୧୬ା୪: ସୋସିଆଲ ମିଡିଆ ସ୍ନାପ୍‌ଚାଟ୍‌ ଏବଂ ହ୍ବାଟ୍ସଆପ୍‌ ଜରିଆରେ ସମ୍ପର୍କ ବଢ଼ାଇବା ପରେ ଯୁବତୀ ଓ ନାବାଳିକାମାନଙ୍କୁ ଯୌନଶୋଷଣ କରାଯାଇଛି। ଏହାସହ ଯୌନକ୍ରିୟାର ଭିଡିଓ ଉତ୍ତୋଳନ କରି…

ଜାତୀୟ ମହିଳା ସଂରକ୍ଷଣ ବିଲ୍‌କୁ ବିଜେଡିର ସମର୍ଥନ

ଭୁବନେଶ୍ୱର,୧୬ା୪(ସୁନିତ୍‌ ମିଶ୍ର): ମହିଳା ସଂରକ୍ଷଣ ଓ ମହିଳା ସଶକ୍ତୀକରଣ କ୍ଷେତ୍ରରେ ସାରା ଦେଶରେ ବିଜୁ ପଟ୍ଟନାୟକ ଜଣେ ଅଗ୍ରଦୂତ ଥିଲେ। ବିଜେଡି ସବୁବେଳେ ବିଧାନସଭା ଓ ପାର୍ଲାମେଣ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri