ଭାରତକୁ ପୁଣି ପ୍ରଶଂସା କଲେ ପୁଟିନ କହିଲେ ଭାରତୀୟ ପ୍ରତିଭାଶାଳୀ, ପ୍ରେରଣାଦାୟୀ

ମସ୍କୋ,୫ ।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଶୁକ୍ରବାର ପୁଣିଥରେ ଭାରତର ପ୍ରଶଂସା କରିଛନ୍ତି । ସେ ଭାରତୀୟଙ୍କୁ ‘ପ୍ରତିଭାଶାଳୀ’ ଓ ‘ପ୍ରେରିତ’ କରୁଥିବା ଲୋକ ବୋଲି କହିଛନ୍ତି । ସେ ଆହୁରି ମଧ୍ୟ କହିଥିଲେ ଭାରତରେ ବହୁତ ସମ୍ଭାବନା ରହିଛି, ଏଥିରେ କୌଣସି ସନ୍ଦେହ ନାହିଁ ଯେ ଭାରତ ବିକାଶ ମାମଲାରେ ଉତ୍କୃଷ୍ଟ ପରିଣାମ ପାଇବ । ପୁଟିନଙ୍କ ଭାଷଣର ରୟଟର୍ସ ଅନୁବାଦରେ ଏହା କୁହାଯାଇଛି ।
ନଭେମ୍ବର ୪ରେ ରୁଷିଆର ଏକତା ଦିବସ ଅବସରରେ ରୁଷିଆ ରାଷ୍ଟ୍ରପତି ପୁଟିନ ଭାରତକୁ ଅଧିକ କ୍ଷମତା ସମ୍ପନ୍ନ ଦେଶ ଭାବେ ପ୍ରଶଂସା କରିଛନ୍ତି । ମୂଳ ଭାବେ ରୁଷି ଭାଷାରେ ପୁଟିନକ ଅନୁବାଦ ଭାଷଣ ଅନୁଯାୟୀ, ପୁଟିନ କହିଥିଲେ ଭାରତ ତା’ର ବିକାଶ ମାମଲାରେ ଉତ୍କୃଷ୍ଟ ପରିଣାମ ପ୍ରାପ୍ତ କରିବ, ଏଥିରେ କୌଣସି ସନ୍ଦେହ ନାହିଁ । ଆଜି ପ୍ରାୟ ଦେଢ ଅରବ ଲୋକଙ୍କ ମଧ୍ୟରେ ଏହି କ୍ଷମତା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri