ପୁଟିନ ଅସୁସ୍ଥ!

ମସ୍କୋ,୨୫ ।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସ୍ୱାସ୍ଥ୍ୟକୁ ନେଇ ମିଡିଆ ରିପୋର୍ଟରେ ପୁଣି ଏକ ଦାବି କରାଯାଇଛି । କୁହାଯାଇଛି କି ପୁଟିନ ଏବେ ଗୁରୁତର । ନିକଟରେ କ୍ୟୁବାର ଜଣେ ନେତାଙ୍କ ସହ ବୈଠକ ସମୟରେ ହଠାତ୍ ତାଙ୍କ ସ୍ୱାସ୍ଥ୍ୟ ବିଗିଡି ଯାଇଥିଲା । ସେ କୁଆଡେ ବସିଥିବା ଚୌକିକୁ ଯୋରରେ ଧରିପକାଇଥିଲେ । ଏହି ସମୟରେ ତାଙ୍କ ହାତର ରଙ୍ଗ ବଦଳିଯାଇଥିବା ବି ଦାବି କରାଯାଇଛି ।
ମିଡିଆ ରିପୋର୍ଟରେ କୁହାଯାଇଛି, କ୍ୟୁବାର ନେତା ମିଗୁଏଲ ଡିୟାଜ କୈନେଲ ୱାଇ ବରମୁଡେଜଙ୍କ ସହ ବୈଠକ ସମୟରେ ପୁଟିନ ହଠାତ୍ ଅସୁସ୍ଥ ବୋଧ କରିଥିଲେ । ସେତେବେଳେ ସେ ଚୌକିକୁ ଯୋରରେ ଧରିନେଇଥିଲେ । ଦାବି କରାଯାଉଛି କି ଏହି ସମୟରେ ରୁଷିଆ ରାଷ୍ଟ୍ରପତିଙ୍କ ହାତର ରଙ୍ଗ ବାଇଗଣି ରଙ୍ଗ ହୋଇଯାଇଥିଲା ।
ଦ ମିରରର ରିପୋର୍ଟ ଅନୁଯାୟୀ, ବୈଠକ ସମୟରେ ପୁଟିନଙ୍କ ଚେହେରା ହଳଦିଆ ଓ ଶରୀର ଫୁଲିଲା ଭଳି ଦେଖାଯାଉଥିଲା । କ୍ୟୁବା ନେତାଙ୍କ ସହ ବୈଠକ ସମୟରେ ସେ ସମ୍ପୂର୍ଣ୍ଣ ଅସୁସ୍ଥ ଜଣାପଡୁଥିଲେ । ବୈଠକ ସମୟରେ ସେ ଲଗାତାର ଗୋଡ ହଲାଉଥିଲେ । ଏହାକୁ ନେଇ କୁହାଯାଉଛି କି ସେ କୌଣସି ଜଟିଳ ରୋଗରେ ପୀଡ଼ିତ ହାଇଥାଇପାରନ୍ତି ।

ଏହା ପୂର୍ବରୁ ଆସିଥିବା ରିପୋର୍ଟରେ ଦାବି କରାଯାଇଥିଲା କି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଜଟିଳ ସ୍ୱାସ୍ଥ୍ୟ ସମସ୍ୟା ଦେଇ ଗତି କୁରୁଛନ୍ତି । ୟୁକ୍ରେନ୍ ସହ ଯୁଦ୍ଧ ଯୋଗୁ ତାଙ୍କ ସ୍ୱାସ୍ଥ୍ୟ ଆହୁରି ବିଗିଡି ଯାଇଛି । ତେବେ ତାଙ୍କ ନିକଟରେ ପେଟ ଦରଜ, ମୁଣ୍ଡ ବୁଲାଇବା, କାଶ ଓ ପାର୍କିଂସଂସ ଭଳି ଲକ୍ଷଣ ଦେଖାଯାଉଥିବା ଦାବି କରାଯାଇଥିଲା । ଏହାକୁ ନେଇ ତାଙ୍କ ପରିବାର ଚିନ୍ତାରେ ଥିବା କୁହାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠ, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri