ଚାଇନା ଯିବେ ପୁଟିନ୍‌, ଗିରଫ ପରୱାନା ଜାରି ହେବା ପରେ ଏହା ହେବ ପ୍ରଥମ ବିଦେଶ ଯାତ୍ରା

ମସ୍କୋ,୩୦।୮: ବ୍ରିକ୍ସ ପରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ମଧ୍ୟ ଭାରତରେ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀରେ ଭାଗ ନେଉନାହାଁନ୍ତି। ସେ ୟୁକ୍ରେନ ଯୁଦ୍ଧ ଯୋଗୁ ଭାରତରେ ଅନୁଷ୍ଠିତ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀରେ ସେ ଅଂଶଗ୍ରହଣ କରିବାକୁ ଅସମର୍ଥତା ପ୍ରକାଶ କରିଛନ୍ତି। ଦାବି ହେଉଛି ଯେ ପୁଟିନ୍‌ଙ୍କ ବିରୋଧରେ ଅନ୍ତର୍ଜାତୀୟ କ୍ରାଇମ କୋର୍ଟ (ଆଇସିସି) ଗିରଫ ପରୱାନା ଜାରି କରିବା ପରେ ସେ ତାଙ୍କ ବିଦେଶ ଗସ୍ତରୁ ଦୂରେଇ ଯାଉଛନ୍ତି। ତେବେ ଇତି ମଧ୍ୟରେ ପୁଟିନ ଚାଇନା ଯାଉଛନ୍ତି ବୋଲି ଖବର ଆସୁଛି। ତେବେ ଗିରଫ ପରୱାନା ଜାରି ହେବା ପରେ ଏହା ପୁଟିନ୍‌ଙ୍କ ପ୍ରଥମ ବୈଦେଶିକ ଗସ୍ତ ହେବ।

ଉଲ୍ଲେଖନୀୟ ବିଷୟ ହେଉଛି, ଭାରତର ଅଧ୍ୟକ୍ଷତାରେ ଏଥର ଜି -୨୦ ଶିଖର ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି, ଯେଉଁଥିରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ, ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସମେତ ବିଶ୍ୱର ପ୍ରମୁଖ ନେତାମାନେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ପ୍ରସ୍ତାବ ନୋଟିସ: ଅପମାନଜନକ ମନ୍ତବ୍ୟ ଦେଇ…

ନୂଆଦିଲ୍ଲୀ,୧୮ା୫:ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ହୋଇଥିବାବେଳେ ଏବେ ତାଙ୍କୁ ରାଜ୍ୟ ସଭାରେ ସ୍ବାଧିକାର ଭଙ୍ଗର ସମ୍ମୁଖୀନ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ଇରାନର ଏହି ବଡ଼ ଦାବି ଆମେରିକା ପୂରଣ କଲେ ଭାରତ ହେବ ଲାଭବାନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୫: ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ, କିଛି ଆଶ୍ୱସ୍ତି ମିଳିଛି। ଇରାନର ସରକାରୀ ସମାଚାର ଏଜେନ୍ସି ଅନୁଯାୟୀ, ଆମେରିକା ଇରାନର ଏକ ପ୍ରମୁଖ ଦାବି ପୂରଣ କରିବାକୁ…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଏବେ ଶେଷ ହୋଇଯିବ ଯୁଦ୍ଧ! ଇରାନ ଆମେରିକାକୁ ପଠାଇଲା ଏଭଳି ଏକ ଜିନିଷ, ଦେଖିଲେ କ’ଣ ରାଜି ହୋଇଯିବେ ଟ୍ରମ୍ପ?

ନୂଆଦିଲ୍ଲୀ,୧୮।୫: ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନ ଆମେରିକା ସହିତ ଏକ ସଂଶୋଧିତ ଶାନ୍ତି ପ୍ରସ୍ତାବ ଶେୟାର କରିଛି। ସୋମବାର ଏକ ପାକିସ୍ତାନୀ…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri