Posted inଜାତୀୟ

ଭାରତ ଗସ୍ତରେ ଆସିବେ ରୁଷିଆ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୬ ।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଭାରତ-ରୁଷିଆ ମଧ୍ୟରେ ୨୧ତମ ଶିଖର ବାର୍ତ୍ତା ପାଇଁ ୬ ଡିସେମ୍ବରକୁ ଭାରତ ଆସିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସେ ସାକ୍ଷାତ୍ କରିବେ । କରୋନା ମହାମାରୀ ସଂକ୍ରମଣ ମଧ୍ୟରେ ଦୁଇ ନେତାଙ୍କର ଏହା ପ୍ରଥମ ସାକ୍ଷାତ୍‌କାର ହେବ । ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ଅରିନ୍ଦମ ବାଗଚି ଏହି ସୂଚନା ଦେଇଛନ୍ତି । ୬ ଡିସେମ୍ବର ୨୦୨୧ରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ନୂଆଦିଲ୍ଲୀରେ ପହଞ୍ଚିବେ । ଭାରତ-ରୁଷିଆ ‘ଟୁ-ପ୍ଲସ-ଟୁ’ ବୈଠକ ପ୍ରତିରକ୍ଷା ଓ ବୈଦେଶିକ ମନ୍ତ୍ରୀ ସ୍ତରୀୟ ସମ୍ବାଦର ପ୍ରଥମ ସଂସ୍କରଣ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଏକ ଶିଖର ବୈଠକ ସହ ଆୟୋଜିତ କରାଯିବ । ଭାରତ ଓ ରୁଷିଆ ମଧ୍ୟରେ ପ୍ରଥମ ଟୁ-ପ୍ଲସ-ଟୁ ବୈଠକ ୬ ଡିସେମ୍ବରକୁ ଆୟୋଜିତ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri