Posted inଜାତୀୟ

ଭାରତ ଗସ୍ତରେ ଆସିବେ ରୁଷିଆ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୬ ।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଭାରତ-ରୁଷିଆ ମଧ୍ୟରେ ୨୧ତମ ଶିଖର ବାର୍ତ୍ତା ପାଇଁ ୬ ଡିସେମ୍ବରକୁ ଭାରତ ଆସିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସେ ସାକ୍ଷାତ୍ କରିବେ । କରୋନା ମହାମାରୀ ସଂକ୍ରମଣ ମଧ୍ୟରେ ଦୁଇ ନେତାଙ୍କର ଏହା ପ୍ରଥମ ସାକ୍ଷାତ୍‌କାର ହେବ । ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ଅରିନ୍ଦମ ବାଗଚି ଏହି ସୂଚନା ଦେଇଛନ୍ତି । ୬ ଡିସେମ୍ବର ୨୦୨୧ରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ନୂଆଦିଲ୍ଲୀରେ ପହଞ୍ଚିବେ । ଭାରତ-ରୁଷିଆ ‘ଟୁ-ପ୍ଲସ-ଟୁ’ ବୈଠକ ପ୍ରତିରକ୍ଷା ଓ ବୈଦେଶିକ ମନ୍ତ୍ରୀ ସ୍ତରୀୟ ସମ୍ବାଦର ପ୍ରଥମ ସଂସ୍କରଣ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଏକ ଶିଖର ବୈଠକ ସହ ଆୟୋଜିତ କରାଯିବ । ଭାରତ ଓ ରୁଷିଆ ମଧ୍ୟରେ ପ୍ରଥମ ଟୁ-ପ୍ଲସ-ଟୁ ବୈଠକ ୬ ଡିସେମ୍ବରକୁ ଆୟୋଜିତ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?