ତୁର୍କୀ ଯିବେ ପୁଟିନ୍‌, ୟୁକ୍ରେନ ସହ କଏଦୀଙ୍କ ଅଦଳବଦଳ ଉପରେ ହେବ ଚର୍ଚ୍ଚା

ମସ୍କୋ,୮।୭: ଗତ ୧୬ ମାସ ଧରି ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଛି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ୟୁକ୍ରେନ ଉପରେ ଆକ୍ରମଣ କରିଥିବାରୁ ପାଶ୍ଚାତ୍ୟ ଦେଶଗୁଡିକର ବହୁ ସମାଲୋଚନାର ସମ୍ମୁଖୀନ ହୋଇଛନ୍ତି। ତେବେ ତାଙ୍କର ସହଯୋଗୀମାନେ ତାଙ୍କୁ ସମର୍ଥନ କରିଛନ୍ତି, ଯେଉଁଥିରେ ଚାଇନା ଏବଂ ଭାରତ କୂଟନୈତିକ ସ୍ତରରେ ସାହାଯ୍ୟ କରିଛନ୍ତି।

ତୁର୍କୀ ନେତା ରିସେପ ତାଇପ ଏର୍ଡୋଗାନ ଶନିବାର କହିଛନ୍ତି, କ୍ରେମଲିନ ପକ୍ଷରୁ ୫୦୦ ଦିନ ପୂର୍ବରୁ ୟୁକ୍ରେନ ଉପରେ ଆକ୍ରମଣ ଆରମ୍ଭ କରିବା ପରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଆସନ୍ତା ଅଗଷ୍ଟରେ ତୁର୍କୀ ଗସ୍ତ କରିବେ। ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସହ ମିଳିତ ଗଣମାଧ୍ୟମରେ ଏର୍ଡୋଗାନ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ପୁଟିନ ଆସନ୍ତା ମାସରେ ତୁର୍କୀ ଗସ୍ତ କରିବେ। ଏହି ସମୟରେ ସେ ରୁଷିଆ ରାଷ୍ଟ୍ରପତିଙ୍କ ସହ ବନ୍ଦୀମାନଙ୍କ ଅଦଳବଦଳ ବିଷୟରେ ଆଲୋଚନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri