୪ ବର୍ଷର ଝିଅକୁ ଯୌନ ନିର୍ଯାତନା ଦେଲେ ରୁଷୀୟ ସୈନ୍ୟ

କିଭ୍‌, ୧୫ା୩: ୟୁକ୍ରେନ୍‌ରେ ରୁଷୀୟ ସୈନ୍ୟ ମହିଳା ଓ ଶିଶୁଙ୍କୁ ଯୌନ ନିର୍ଯାତନା ଦେଉଥିବା ଅଭିଯୋଗ ସାମ୍ନାକୁ ଆସିଛି। ରୁଷିଆର ୨ଜଣ ସେନା ଅଧିକାରୀ ୪ ବର୍ଷର ଝିଅକୁ ଯୌନ ନିର୍ଯାତନା ଦେବା ସହ ତାଙ୍କ ମା’ଙ୍କୁ ଗଣବଳାତ୍କାର କରିଥିବା ୟୁକ୍ରେନ୍‌ ଅଭିଯୋଗ କରିଛି। ନିଶାସକ୍ତ ଅବସ୍ଥାରେ ଦୁଇ ଅଧିକାରୀ ପ୍ରଥମେ ବାଡ଼ ଭାଙ୍ଗି ଘର ଭିତରେ ପ୍ରଦେଶ କରିଥିଲେ। ନାବାଳିକାଙ୍କ ବାପାକୁ ମାଡ଼ ମାରି ଆହତ କରିବା ପରେ ତାଙ୍କ ମା’ଙ୍କୁ ଗଣବଳାତ୍କାର କରିଥିବା କୁହାଯାଉଛି। ଏଥିସହ ସେମାନେ ୪୧ ବର୍ଷୀୟ ଗର୍ଭବତୀ ମହିଳା ଏବଂ ୧୭ ବର୍ଷୀୟା ଝିଅଙ୍କୁ ମଧ୍ୟ ବଳାତ୍କାର କରିଥିବା କୁହାଯାଉଛି। ଏ ପ୍ରକାର ଅଭିଯୋଗ ବାରମ୍ବାର କରାଯାଉଥିଲେ ସୁଦ୍ଧା ରୁଷିଆ ସବୁବେଳେ ଏହାକୁ ଖଣ୍ଡନ କରିଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୯ ଜିଲାକୁ ରେଡ୍‌ ଆଲର୍ଟ, ୨୪ ଘଣ୍ଟା ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮।୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ- ଉତ୍ତର ଓଡ଼ିଶା ଉପକୂଳ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି…

ବଡ଼ ଖବର…ପ୍ରବଳ ବର୍ଷା, ଆଜି ୪ ଜିଲାରେ ସ୍କୁଲ ଛୁଟି

ଭୁବନେଶ୍ୱର,୨୮।୭: ବଙ୍ଗୋପସାଗରରେ ଗଭୀର ଅବପାତ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ।…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

କେବଳ ଆନ୍ଦୋଳନ ପାଇଁ ଲାଠିଚାଳନା କରାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୭: କେବଳ ଆନ୍ଦୋଳନ ଚାଲିବାକୁ ନେଇ ପୋଲିସ ମାତ୍ରାଧିକ ବଳପ୍ରୟୋଗ କିମ୍ବା ହିଂସା କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି । ଗଣତାନ୍ତ୍ରିକ ପ୍ରକ୍ରିୟାରେ ନିଜ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ଏନ୍‌ଇଇଟି ପରେ ସରକାରଙ୍କ ଚିନ୍ତା ବଢ଼ାଇଛି ଇ-୨୦ ଅସନ୍ତୋଷ: ଅଗଷ୍ଟ ୪ରେ…

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଏନ୍‌ଇଇଟି ବିବାଦ ପରେ ଏବେ ୨୦% ଇଥାନଲ୍‌-ମିଶ୍ରିତ ପେଟ୍ରୋଲ (ଇ-୨୦)କୁ ନେଇ କେନ୍ଦ୍ର ସରକାରଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀର କେତେକ ପ୍ରମୁଖ…

ଇରାନକୁ ସହାୟତା କରୁଛି ରୁଷିଆ! ଜେଲେନସ୍କିଙ୍କ ଦାବି ଉପରେ ଟ୍ରମ୍ପଙ୍କ ବଡ଼ ବୟାନ

ଓ୍ବାଶିିଂଟନ,୨୮।୭: ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ ଦ୍ୱାରା କରାଯାଇଥିବା ଏକ ଦାବିର ଜବାବ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଜେଲେନସ୍କି କହିଥିଲେ ଯେ ରୁଷିଆ ଆମେରିକା…

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri