ରୁଷିଆ ଅଧିନରେ ଥିବା ଅଞ୍ଚଳରେ ଜନମତ ସଂଗ୍ରହ ପାଇଁ ମତଦାନ ବାକ୍ସ ଧରି ଘର ଘର ବୁଲୁଛନ୍ତି ସେନା

କ୍ୱିଭ,୨୫ ।୯: ୟୁକ୍ରେନର ଯେଉଁସବୁ ଅଞ୍ଚଳକୁ ରୁଷିଆ କବଜା କରି ରଖିଛି ସେସବୁକୁ ନିଜ ଦେଶରେ ସାମିଲ କରିବାକୁ କ୍ରେମଲିନ ଜନମତ ସଂଗ୍ରହ କରୁଛି । ଏହାକୁ ନେଇ ରୁଷିଆ ବଡ ଧରଣର ପ୍ରସ୍ତୁତି କରିଛି । ଏମିତିକି ରୁଷିଆ ସେନା ଘର ଘର ଯାଇ ମତଦାନ ବାକ୍ସ ଦେଖାଉଛନ୍ତି ଫଳରେ ଲୋକେ ସେମାନଙ୍କର ଭୋଟ ଦେଇପାରିବେ ।
ଜନମତ ସଂଗ୍ରହ ପାଇଁ ଜାରି କରାଯାଇଥିବା ମତଦାନରେ ସଶସ୍ତ୍ର ସେନା କବଜା କରିଥିବା ଦେଶର ପ୍ରତି ଅଞ୍ଚଳରେ ଘର ଘର ଯାଇ ଭୋଟ ଦେବାକୁ ଲୋକଙ୍କୁ ପ୍ରେରଣା ଦେଉଛନ୍ତି । ଦକ୍ଷିଣ ଖେରସାଁନରେ ରୁଷିଆ ସେନା ଲୋକଙ୍କ ମତ ସଂଗ୍ରହ କରିବାକୁ ମତଦାନ ବାକ୍ସ ସହ ଠିଆ ହୋଇଥିବା ଦେଖାଯାଇଛି । ଏବେ ଡୋର-ଟୁ-ଡୋର ମତଦାନରେ ରୁଷିଆ ସେନାଙ୍କୁ ସମ୍ପୂର୍ଣ୍ଣ ଭାବେ ବ୍ୟବହାର କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri