ରୁଷିଆ ଅଧିନରେ ଥିବା ଅଞ୍ଚଳରେ ଜନମତ ସଂଗ୍ରହ ପାଇଁ ମତଦାନ ବାକ୍ସ ଧରି ଘର ଘର ବୁଲୁଛନ୍ତି ସେନା

କ୍ୱିଭ,୨୫ ।୯: ୟୁକ୍ରେନର ଯେଉଁସବୁ ଅଞ୍ଚଳକୁ ରୁଷିଆ କବଜା କରି ରଖିଛି ସେସବୁକୁ ନିଜ ଦେଶରେ ସାମିଲ କରିବାକୁ କ୍ରେମଲିନ ଜନମତ ସଂଗ୍ରହ କରୁଛି । ଏହାକୁ ନେଇ ରୁଷିଆ ବଡ ଧରଣର ପ୍ରସ୍ତୁତି କରିଛି । ଏମିତିକି ରୁଷିଆ ସେନା ଘର ଘର ଯାଇ ମତଦାନ ବାକ୍ସ ଦେଖାଉଛନ୍ତି ଫଳରେ ଲୋକେ ସେମାନଙ୍କର ଭୋଟ ଦେଇପାରିବେ ।
ଜନମତ ସଂଗ୍ରହ ପାଇଁ ଜାରି କରାଯାଇଥିବା ମତଦାନରେ ସଶସ୍ତ୍ର ସେନା କବଜା କରିଥିବା ଦେଶର ପ୍ରତି ଅଞ୍ଚଳରେ ଘର ଘର ଯାଇ ଭୋଟ ଦେବାକୁ ଲୋକଙ୍କୁ ପ୍ରେରଣା ଦେଉଛନ୍ତି । ଦକ୍ଷିଣ ଖେରସାଁନରେ ରୁଷିଆ ସେନା ଲୋକଙ୍କ ମତ ସଂଗ୍ରହ କରିବାକୁ ମତଦାନ ବାକ୍ସ ସହ ଠିଆ ହୋଇଥିବା ଦେଖାଯାଇଛି । ଏବେ ଡୋର-ଟୁ-ଡୋର ମତଦାନରେ ରୁଷିଆ ସେନାଙ୍କୁ ସମ୍ପୂର୍ଣ୍ଣ ଭାବେ ବ୍ୟବହାର କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

ଲଣ୍ଡନ ରାସ୍ତାରେ ରାଜାଙ୍କ ଘୋଡ଼ା

ଲଣ୍ଡନ,୨୬ା୪:ବ୍ରିଟେନ୍‌ ରାଜାଙ୍କ ୪ଟି ଘୋଡ଼ା ବୁଧବାର ପୂର୍ବାହ୍ନର ଗହଳି ସମୟରେ କେନ୍ଦ୍ରୀୟ ଲଣ୍ଡନରେ ବିନା ସବାରରେ ଦୌଡ଼ୁଥିବା ଦେଖିବାକୁ ମିଳିଥିଲା। ସେଥିରୁ ୨ଟି ଘୋଡ଼ା କୌଣସି...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri