ୟୁକ୍ରେନର ଅବଦିଭକା ସହରକୁ ଦଖଲ କଲେ ରୁଷିଆ ସୈନ୍ୟ, ପୁଟିନ କଲେ ପ୍ରଶଂସା…

ମସ୍କୋ/କିଭ,୧୯।୨ : ରୁଷିଆର ପ୍ରତିରକ୍ଷା ମନ୍ତ୍ରୀ ସର୍ଗେଇ ଶୋଏଗୁ କହିଛନ୍ତି ରୁଷିଆ ସୈନ୍ୟ ୟୁକ୍ରେନର ଅବଦିଭକା ସହରକୁ ସମ୍ପୂର୍ଣ୍ଣ ଭାବେ ନିଜ ଦଖଲକୁ ନେଇଛନ୍ତି। ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ଲେଫ୍ଟନାଣ୍ଟ ଜେନେରାଲ ଆଣ୍ଡ୍ରେ ମର୍ଡଭିଚେଭଙ୍କ ନେତୃତ୍ୱରେ ସୈନ୍ୟମାନେ ଏହି ସଫଳତା ହାସଲ କରିଛନ୍ତି। ଅବଦିଭକାରେ, ୟୁକ୍ରେନ ପତାକାକୁ କାଢ଼ି ରୁଷିଆର ପତାକା ଲଗା ଯାଇଛି।

ରାଷ୍ଟ୍ରପତି ଭ୍ଲାଡିମୀର ପୁଟିନ ଏଥିପାଇଁ ସୈନିକମାନଙ୍କୁ ପ୍ରଶଂସା କରିଛନ୍ତି। ଗତ ୨୪ଘଣ୍ଟା ମଧ୍ୟରେ ୟୁକ୍ରେନ ଏହି ଅଞ୍ଚଳରେ ୧,୫୦୦ ରୁ ଅଧିକ ସୈନିକଙ୍କୁ ହରାଇଛି ବୋଲି ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ ଦାବି କରିଛି।
ୟୁକ୍ରେନ ସଶସ୍ତ୍ର ବାହିନୀର ସେନାଧ୍ୟକ୍ଷ ଆଲେକ୍ସଜାଣ୍ଡାର୍‌ ସିରସ୍କି ଶନିବାର କହଥିଲେ ଅବଦିଭକା ସହରରୁ ସୈନ୍ୟ ପ୍ରତ୍ୟାହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ପ୍ରାୟ ୩୨ ବର୍ଗ କିଲୋମିଟର ଅଞ୍ଚଳକୁ ନିୟନ୍ତ୍ରଣକୁ ନିଆଯାଇଛି। ତେବେ ରୁଷିଆର କ୍ଷୟକ୍ଷତି ଆକଳନ କରାଯାଇଯ ନାହିଁ । ୟୁକ୍ରେନ ଦାବି କରିଛି ରୁଷିଆ ମଧ୍ୟ ବଡ଼ ଧରଣର କ୍ଷତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋର୍ମୁଜରେ ଫସିଗଲା ଭାରତର ୨୨ ଜାହାଜ, ୬ LPG ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୧୫।୩; ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁଁ ସୃଷ୍ଟି ହୋଇଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଭାରତ ମଧ୍ୟ ଏହାର ପ୍ରଭାବ ଅନୁଭବ କରିଛି। ବିଶେଷକରି, ହରମୁଜ…

ଯୁଦ୍ଧରେ ପୁଟିନଙ୍କ ଏଣ୍ଟ୍ରି? ଆମେରିକା ଆଖି ଆଗରେ ଖାମେନେଇଙ୍କୁ ନେଇଗଲା ରୁଷିଆ!

ମସ୍କୋ,୧୫।୩: ଏପର୍ଯ୍ୟନ୍ତ, ସମ୍ଭାବ୍ୟ ଇରାନ-ଆମେରିକା ସଂଘର୍ଷରେ ରୁଷିଆର ଭୂମିକା ସମ୍ପର୍କରେ ଆଲୋଚନା କେବଳ କଳ୍ପନାଜଳ୍ପନା ହୋଇ ରହିଥିଲା; ତଥାପି, ଏକ ନୂତନ ରିପୋର୍ଟ ଏବେ ସାମ୍ନାକୁ ଆସିଛି…

LPG ପରେ ଏବେ ଇଲେକ୍ଟ୍ରିକୁ ନେଇ ସରକାରଙ୍କ ବଡ଼ ଘୋଷଣା, ପଡିବ ବଡ଼ ପ୍ରଭାବ

ନୂଆଦିଲ୍‌ଲୀ,୧୫।୩: LPG ଏବଂ PNG ନିୟମରେ ପରିବର୍ତ୍ତନ ପରେ, କେନ୍ଦ୍ର ସରକାର ବର୍ତ୍ତମାନ ବିଦ୍ୟୁତ ନିୟନ୍ତ୍ରଣ ନିୟମରେ ପ୍ରମୁଖ ସଂଶୋଧନ ଘୋଷଣା କରିଛନ୍ତି। ଏହି ପରିବର୍ତ୍ତନଗୁଡ଼ିକ ବ୍ୟକ୍ତି,…

ଯୁଦ୍ଧ ହେଲା ଭୟଙ୍କର: ସରକାରୀ କର୍ମଚାରୀଙ୍କ କଟିବ ଦରମା, ସରକାର ନେଲେ ବଡ଼ ନିଷ୍ପତ୍ତି

ଇସଲାମବାଦ,୧୫।୩: ମଧ୍ୟପ୍ରାଚ୍ୟ ଯୁଦ୍ଧରେ କେବଳ ଗୋଟିଏ ଦେଶରେ ନୁହେଁ ସାରା ବିଶ୍ୱରେ ପଡିଛି ବଡ଼ ପ୍ରଭାବ । ଏବେ ଖବର ଆସିଛି ଯେ ଯୁଦ୍ଧ ଯୋଗୁ କେବଳ…

ଆମେରିକା ସାମରିକ ଘାଟି ନିକଟରେ ଉ.କୋରିଆର ୧୦ ମିସାଇଲ ମାଡ଼, ଥରିଲେ ଟ୍ରମ୍ପ!

ସିଓଲ,୧୫ା୩: ଇରାନ୍‌ ଉପରେ ଆମେରିକାର ଘନ ଘନ ଆକ୍ରମଣ ଭିତରେ ଉତ୍ତର କୋରିଆ ପୂର୍ୱ ସାଗର ଉପକୂଳରେ ଆମେରିକାର ସେନା ଘାଟି ନିକଟରେ ୧୦ କ୍ଷେପଣାସ୍ତ୍ର ମାଡ଼…

ସେନା ପଠାଇଲା ଆମେରିକା, ଏବେ ବିଶ୍ୱଯୁଦ୍ଧ ଥୟ!

ଓ୍ୱାଶିଂଟନ୍‌ ,୧୫ା୩: ଇରାନ୍‌ର ଖାର୍ଗ ଦ୍ୱୀପ ଉପରେ ଆମେରିକାର ଆକ୍ରମଣ ପରେ ଇରାନ୍‌ ଆହୁରି ପ୍ରତିଶୋଧ ପରାୟଣ ହୋଇପଡ଼ିଛି। ପୂର୍ୱରୁ ଆମେରିକା ଉପରେ ପରୋକ୍ଷରେ ଚାପ ସୃଷ୍ଟି…

ରାଜ୍ୟ ସଭା ନିର୍ବାଚନ: ଘୋଡାବେପାର ପରେ ଚର୍ଚ୍ଚା ଏଜେଣ୍ଟ ହେବ କିଏ?

ଭୁବନେଶ୍ୱର, ୧୫।୩(ସୁନିତ୍‌ ମିଶ୍ର): ବିଜେଡିର ଅଧିକାଂଶ ନେତାଙ୍କ ଭିତରେ ବର୍ତ୍ତମାନ ଆଲୋଚନା ରାଜ୍ୟ ସଭା ନିର୍ବାଚନ ଲାଗି ଦଳର ଏଜେଣ୍ଟ କିଏ ହେବେ। ଏଜେଣ୍ଟଙ୍କ କାମ ହେଉଛି,…

ଆମେରିକା ଉପରେ ଭୟଙ୍କର ଆକ୍ରମଣ କଲା ଇରାନ, ସବୁ ଛାରଖାର…

ତେହରାନ୍‌/ଓ୍ୱାଶିଂଟନ୍‌,୧୫ା୩:(ଏ.ପି./ରଏଟର୍ସ) ମଧ୍ୟପ୍ରାଚ୍ୟ ଯୁଦ୍ଧ ଶନିବାର ତୃତୀୟ ସପ୍ତାହରେ ପ୍ରବେଶ କରିଥିବାବେଳେ ଇରାନ୍‌ର ମୁଖ୍ୟ ତୈଳ ରପ୍ତାନି କେନ୍ଦ୍ର ଖାର୍ଗ ଦ୍ୱୀପରେ ଆମେରିକା ଆକ୍ରମଣ କରିଛି। ‘କ୍ରାଉନ୍‌ ଜୁଏଲ୍‌’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri