ଜେଲେନେକ୍ସିଙ୍କୁ ଭେଟିଲେ ଋଷି ସୁନକ…

କ୍ୱିଭ୍‌,୧୯।୧୧ : ରୁଷିଆ ଆକ୍ରମଣକୁ ବିଶ୍ୱ ବ୍ୟାପି ବିରୋଧ କରାଯାଉଛି। ଏହି ମର୍ମରେ ପ୍ରଧାନମନ୍ତ୍ରୀ ଭାର ସମ୍ଭାଳିବାର ୨୪ ଦିନ ପରେ ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ୟୁକ୍ରେନର କ୍ୱିଭ୍‌ ଗସ୍ତ କରିଛନ୍ତି। ଏହି ଅବସରରେ ସେ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲଡମିୟର ଜେଲେନେକ୍ସିଙ୍କୁ ଭେଟିଛନ୍ତି।

ଦୁଇ ନେତା ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ୟୁକ୍ରେନ୍‌କୁ ବ୍ରିଟେନ ସହାୟତା ଜାରି ରଖିବ ବୋଲି ସୁନକ କହିଛନ୍ତି।

ବ୍ରିଟେନ ୟୁକ୍ରେନ୍‌କୁ ୫୦ ନିୟୁତ ୟୁରୋର ପ୍ରତିରକ୍ଷା ସହାୟତା ଯୋଗାଇ ଦେବ ବୋଲି ସୁନକ ଏହି ଅବସରରେ ଘୋଷଣା କରିଛନ୍ତି। ସେଥିମଧ୍ୟରେ ୧୨୦ ଏୟାର କ୍ରାଫ୍ଟ ଗନ୍‌, ରାଡାର ଏବଂ ଆଣ୍ଟି ଡ୍ରୋନ୍‌ ଉପକରଣ ରହିଛି।
ଯୁଦ୍ଧରେ ୟୁକ୍ରେନ୍‌ବାସୀଙ୍କ ସାହସ ବିଶ୍ୱର ସମସ୍ତ ଦେଶର ଲୋକଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇଛି ବୋଲି ସୁନକ କହିଛନ୍ତି।

ସୁନକଙ୍କ ଗସ୍ତ ସମ୍ପର୍କରେ ସୂଚନା ଦେଇ ଜେଲେନେକ୍ସି ଟୁଇଟ କରି କହିଛନ୍ତି ଯେ, ବ୍ରିଟେନ ଭଳି ବନ୍ଧୁ ପାଇ ଆମେ ବେଶ୍‌ ଆନନ୍ଦିତ। ଏହା ଆମର ବିଜୟକୁ ସୁନିଶ୍ଚିତ କରାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?