ରୁଷିଆର କରୋନା ଭ୍ୟାକ୍ସିନକୁ ନେଇ ଉଠୁଛି ପ୍ରଶ୍ନ: ଦେଖାଯାଉଛି ୧୪୪ ପ୍ରକାରର ପାର୍ଶ୍ୱ ପ୍ରତିକ୍ରିୟା!

ମସ୍କୋ,୧୩।୮: ରୁଷିଆ ପ୍ରଥମ କରି କରୋନା ମହାମାରୀର ଭ୍ୟାକ୍ସିନ ବା ଟିକା ପ୍ରସ୍ତୁତ କରିଥିବା ଦାବି କରିଛି ସତ। ଏମିତିକି କିଛି ଦେଶ ମଧ୍ୟ ଏହାକୁ କ୍ରୟ କରିବାକୁ ଅର୍ଡର ଦେଇ ସାରିଲେଣି। କିନ୍ତୁ ଏବେବି ଏହି ଭ୍ୟାକ୍ସିନକୁ ନେଇ ପ୍ରଶ୍ନ ଉଠୁଛି। ରେଜିଷ୍ଟ୍ରେଶନ ସମୟରେ ରୁଷିଆ ସରକାର ଯେଉଁ ତଥ୍ୟ ଦେଇଛନ୍ତି ସେହି ଅନୁଯାୟୀ ଟିକାର ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି। ତେବେ ଭ୍ୟାକ୍ସିନ କେତେ ସୁରକ୍ଷିତ ତା’ର କ୍ଲିନିକାଲ ଷ୍ଟଡି ହୋଇ ନ ଥିବା ଜଣାପଡିଛି। ତେଣୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) ସମେତ ବୈଜ୍ଞାନିକମାନେ ସ୍ପୁଟନିକ-ଭି ଟିକା ଉପରେ ପ୍ରଶ୍ନ ଉଠାଇଛନ୍ତି। ଡେଲି ମେଲର ଏକ ରିପୋର୍ଟ ଅନୁଯାୟୀ, ପ୍ରଥମ ଟ୍ରାଏଲ ଭାବେ ୪୨ ଦିନରେ ୩୮ ସ୍ବେଚ୍ଛାସେବୀଙ୍କୁ ଏହା ଦିଆଯାଇଛି। ଏହାସହ ଟ୍ରାଏଲର ତୃତୀୟ ପର୍ଯ୍ୟାୟର କୌଣସି ତଥ୍ୟ ରୁଷିଆ ଦେବାକୁ ରାଜି ନୁହେଁ। ଏହାକୁ ନେଇ ରୁଷିଆ ସରକାର କହିଛନ୍ତି ଭ୍ୟାକ୍ସିନ ନେବା ପରେ କେବଳ ସାମାନ୍ୟ ଜ୍ୱର ଆସିଥାଏ। ହେଲେ ଡବ୍ଲୁଏଚ୍‌ଓ କହିଛି ରୁଷିଆର ତଥ୍ୟା ଅନୁଯାୟୀ, ଯେଉଁ ୩୮ ସ୍ବେସ୍ଥାସେବୀଙ୍କୁ ଏହା ଦିଆଯାଇଛି ତାଙ୍କ ନିକଟରେ ୧୪୪ ପ୍ରକାର ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଇଛି। ତେବେ ଟ୍ରାଏଲର ୪୨ ଦିନରେ ୩୮ରୁ ୩୧ ଜଣଙ୍କ ମଧ୍ୟରେ ଯେଉଁ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଇଛି ସେଥିରେ ସେମାନେ ବ୍ୟସ୍ତ ହୋଇପଡିଛନ୍ତି ବୋଲି କୁହାଯାଉଛି। ଏଭଳି ସମସ୍ୟାକୁ ଦେଖିବା ପରେ ଏବେ ରୁଷିଆର ପ୍ରଥମ କରୋନା ମାହାମାରୀ ଟିକାକୁ ନେଇ ପ୍ରଶ୍ନ ଉଠିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri