ୟୁକ୍ରେନ୍‌ ବ୍ରହ୍ମାସ୍ତ୍ର ମାଡ଼ରେ ରୁଷିଆ ଯୁଦ୍ଧପୋତ ଜଳିଗଲା…

କ୍ୱିଭ୍‌, ୯।୫ : ଗତ ୭୪ ଦିନ ଧରି ରୁଷିଆ-ୟୁକ୍ରେନ ଯୁଦ୍ଧ ଚାଲିଛି। ୟୁକ୍ରେନ ଦାବି କରିଛି ଯେ କୃଷ୍ଣସାଗରରେ ଆଉ ଏକ ରୁଷିଆ ଯୁଦ୍ଧପୋତକୁ ଯୁଦ୍ଧ ଜାହାଜକୁ ଧ୍ୱଂସ କରିଦେଇଛି। ୟୁକ୍ରେନ୍‌ର ବ୍ରହ୍ମାସ୍ତ୍ର ମାଡ଼ରେ ୟୁକ୍ରେନ ଏଭଳି ଘଟିଛି। ୟୁକ୍ରେନ୍‌ ସୌନ୍ୟବାହିନୀ ମଧ୍ୟ ଏହି ଘଟଣାର ଥର୍ମାଲ ଡ୍ରୋନ ଭିଡିଓ ଜାରି କରିଛି। ଯେଉଁଥିରେ ଯୁଦ୍ଧପୋତରେ ବିସ୍ଫୋରଣ ଯୋଗୁ ଏହା ଜଳି ଯାଉଥିବା ଦେଖିବାକୁ ମିଳୁଛି।

ୟୁକ୍ରେନ ଦାବି କରିଛି ଯେ ଏହା ସ୍ନେକ୍‌ ଆଇଲାଣ୍ଡ ନିକଟରେ ରୁଷିଆ ଯୁଦ୍ଧପୋତ ଜଳି ଯାଇଥିବା ୟୁକ୍ରେନ୍‌ କହିଛି। ତୁର୍କୀରୁ କିଣାଯାଇଥିବା ବାଇରାକ୍ଟର ଟିବି-୨ ଡ୍ରୋନରୁ ମିଜାଇଲ ଦ୍ୱାରା ଯୁଦ୍ଧପୋତକୁ ନଷ୍ଟ ହୋଇଯାଇଥିବା ୟୁକ୍ରେନ୍‌ କହିଛି। ୟୁକ୍ରେନର ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ଯେ ୟୁକ୍ରେନ ବନ୍ଦରର ଓଡେସା ଠାରୁ ୮୦ ମାଇଲ ଦୂରରେ ଅବସ୍ଥିତ ଦ୍ୱୀପରେ ଏକ ସଶସ୍ତ୍ର ବାଇରାକ୍ଟର ଡ୍ରୋନ ଦ୍ୱାରା ରୁଷିଆର କ୍ଷେପଣାସ୍ତ୍ର ପ୍ରତିରକ୍ଷା ପ୍ରଣାଳୀକୁ ମଧ୍ୟ ଧ୍ୱଂସ କରାଯାଇଛି।

ଆମେରିକାର ପବ୍ଲିକ୍‌ ଆର୍ଥ ଇମେଜିଂ କମ୍ପାନୀ ପ୍ଲାନେଟ ଲ୍ୟାବ ଦ୍ୱାରା ନିଆଯାଇଥିବା ସାଟେଲାଇଟ ଚିତ୍ରଗୁଡ଼ିକ ସ୍ନେକ୍‌ ଆଇଲାଣ୍ଡର ଉତ୍ତର ଉପକୂଳରେ ସର୍ନା-ଶ୍ରେଣୀ ଅବତରଣ ଜାହାଜକୁ ଦର୍ଶାଉଛି। ଏହା ୟୁକ୍ରେନ ସୈନ୍ୟବାହିନୀ ଦ୍ୱାରା ଜାରି ହୋଇଥିବା ଭିଡିଓ ସହିତ ମେଳ ଖାଉଛି। ଜାହାଜରେ ନିଆଁ ଲାଗି ଏହା ଧ୍ୱଂସ ହୋଇଥିବା ସ୍ପଷ୍ଟ ଦେଖାଯାଉଛି। ତେବେ ଏହି ଆକ୍ରମଣ ନେଇ ରୁଷିଆ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ବିବୃତ୍ତି ଜାରି କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ସ୍ତ୍ରୀର ମାନ୍ୟତା ଦିଅ, ନଚେତ୍ ମୁଁ ଆତ୍ମହତ୍ୟା କରିବି’, ଭାଜପା ନେତାଙ୍କ ନାଁରେ ପ୍ରେମିକାଙ୍କ ଗମ୍ଭୀର ଅଭିଯୋଗ

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ମୋରାଦାବାଦରୁ ଏକ ମାମଲା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ବ୍ୟାପକ ଭାବରେ ଚର୍ଚ୍ଚା ହେଉଛି । କୁଣ୍ଡାରକି ଥାନା ଅଞ୍ଚଳ ଅନ୍ତର୍ଗତ…

ଭାରତଠାରୁ ପରାଜୟ ପରେ ରାଗିକି ନିଆଁ ହୋଇଗଲେ ଶାହିଦ ଆଫ୍ରିଦି: ନିଜ ଜ୍ୱାଇଁଙ୍କୁ ବି ଛାଡ଼ିଲେନି

ଇସଲାମାବାଦ୍‌,୧୬।୨: ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ପରାଜୟ ପୂର୍ବତନ ପାକିସ୍ତାନ ଅଧିନାୟକ ଶାହିଦ ଆଫ୍ରିଦିଙ୍କ ଖୋଲାଖୋଲି ଭାବରେ ଦଳକୁ ସମାଲୋଚନା କରିଛନ୍ତି। ସେ ଦଳର ବରିଷ୍ଠ ଖେଳାଳିମାନଙ୍କୁ…

ଗ୍ରହାଣୁରୁ ଖଣିଜ ଉତ୍ତୋଳନ

ସୌରଜଗତର ମଙ୍ଗଳ ଏବଂ ବୃହସ୍ପତି ଗ୍ରହ କକ୍ଷ ମଝିରେ ଅନେକ କ୍ଷୁଦ୍ର ବସ୍ତୁପିଣ୍ଡ ସୂର୍ଯ୍ୟକୁ ପରିକ୍ରମଣ କରୁଛି। ଏଗୁଡ଼ିକୁ ଗ୍ରହାଣୁ ବା ଗୌଣ ଗ୍ରହ କୁହାଯାଏ ଏବଂ…

ଲଜ୍ଜାରେ ଏମିତି କାମ କଲେ ମୋହସିନ ନକଭି: ମ୍ୟାଚ୍‌ ଅଧାରୁ ….

ନୂଆଦିଲ୍ଲୀ,୧୬।୨: ଭାରତଠାରୁ ପରାସ୍ତ ହେବାପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ମୁଖ୍ୟ ମୋହସିନ ନକଭି ଦଳର ହାତ ଛାଡ଼ିଦେଇଛନ୍ତି। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଭାରତ ବିପକ୍ଷରେ ତାଙ୍କ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

ରାଗରେ ଏମିତି କହିଦେଲେ ପାକିସ୍ତାନ ଅଧିନାୟକ: ଅଫ୍‌ ଡେ’ରେ…

କଲମ୍ବୋ,୧୬।୨:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ଗ୍ରୁପ ପର୍ଯ୍ୟାୟ ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri