ରୁଷିଆର ଭୟଙ୍କର ଏୟାରଷ୍ଟ୍ରାଇକ୍‌: ୧୩ ମୃତ, ୧୨ରୁ ଅଧିକ ଆହତ

ମସ୍କୋ,୨୬ା୫:ୟୁକ୍ରେନ ବିରୋଧରେ ରୁଷିଆ ସବୁଠୁ ବଡ଼ ଏୟାରଷ୍ଟ୍ରାଇକ କରିଛି। ଫଳରେ ୧୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୨ରୁ ଅଧିକ ଲୋକ ଆହତ ହୋଇଛନ୍ତି। ରବିବାର ବିଳମ୍ବିତ ରାତିରେ ୩୬୭ଟି ଡ୍ରୋନ୍‌ ଓ ମିଶାଇଲ ମାଡ଼ କରିଥିଲା ରୁଷିଆ। ୟୁକ୍ରେନର ଝିଟୋର୍ମି ସହର ଉପରକୁ ରୁଷିଆ ଘନଘନ କ୍ଷେପଣାସ୍ତ୍ର ମାଡ଼ କରିଥିଲା। ୟୁକ୍ରେନର ୧୧୦ଟି ଡ୍ରୋନ୍‌କୁ ମାରି ମାରି ଖସାଇ ଦେଇଥିବା କହିଛି ରୁଷିଆ। ରୁଷିଆର ଏୟାରଷ୍ଟ୍ରାଇ୍‌କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କଡ଼ା ନିନ୍ଦା କରିଛନ୍ତି। ଟ୍ରମ୍ପ କହିଛନ୍ତି ରୁଷିଆର ପତ୍ତନ ଆରମ୍ଭ ହୋଇଗଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

Gen Z ମନ ଜିତିବାକୁ BJPର ଅଭିଯାନ, କୋଚିଂ ସେଣ୍ଟରରୁ କଲେଜ ଯାଏ ପହଞ୍ଚିବେ ନେତା

ନୂଆଦିଲ୍ଲୀ,୧୯।୮: Gen-Z ଯୁବପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ ରଣନୀତି ବଦଳାଇଛି ଭାଜପା । ଏଣିକି କେବଳ ସୋସିଆଲ ମିଡିଆ ମେସେଜିଂ ନୁହେଁ, ଯୁବପିଢ଼ିଙ୍କ ସହ ସିଧାସଳଖ ଆଲୋଚନା…

କାଉନସିଲ୍‌ ନିର୍ବାଚନରେ ଜିତିଲେ ମମତା ବାର୍ନାଜୀ; ଭାଜପାକୁ କଲେ ଚିତ୍‌ପଟାଙ୍ଗ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୧୯।୮: ପ୍ରଥମେ ବିଧାନସଭା ନିର୍ବାଚନରେ ​​ପରାଜୟ, ପରେ ବିଧାୟକମାନଙ୍କ ବିଦ୍ରୋହ ଏବଂ ଶେଷରେ କିଛି ସାଂସଦ ମଧ୍ୟ ସାଥ୍ ଛାଡ଼ିବା ଏସବୁ ପରିସ୍ଥିତିର ସାମ୍ନା କରିଛି ମମତା…

ଭାରତକୁ ପୁଣି ସାହାଯ୍ୟ ମାଗିଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୧୯।୮: ଗତ କିଛି ମାସ ଧରି ବାଂଲାଦେଶ ଏବଂ ଭାରତ ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ପ୍ରାରମ୍ଭରେ ତାରିକ ରହମାନ ସରକାରଙ୍କୁ ପଛକୁ ପକାଇ ଦେଇଥିଲା। ତଥାପି, ବାଂଲାଦେଶ…

‘ଅପରେଶନ ସିନ୍ଦୂର’ ଡକ୍ୟୁମେଣ୍ଟାରୀ: ହଜିଲା ପାକିସ୍ତାନର ନିଦ, ରାତି ୨ଟାରେ ଜାରି କଲା ବିବୃତ୍ତି

ଇସଲାମାବାଦ,୧୯।୮: ’ଅପରେଶନ ସିନ୍ଦୂର’ ଉପରେ ଆଧାରିତ ଡକ୍ୟୁମେଣ୍ଟାରୀକୁ ନେଇ ପାକିସ୍ତାନ ଉତ୍ତେଜିତ ହୋଇ ଉଠିଛି। ପାକିସ୍ତାନ ସେନାର ମିଡିଆ ୱିଙ୍ଗର ମୁଖପାତ୍ର ଲେଫ୍ଟନାଣ୍ଟ ଜେନେରାଲ ଅହମ୍ମଦ ସରିଫ…

ଆଶୁତୋଷ ପରିଡ଼ା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୧୯ା୮: ଓଡ଼ିଶା ସାହିତ୍ୟ ଜଗତ ପାଇଁ ଏକ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ମନାକୁ ଆସିଛି। ପ୍ରସିଦ୍ଧ କବି ତଥା ସୁସାହିତି୍ୟକ ଆଶୁତୋଷ ପରିଡ଼ା ସର୍ବୋଚ୍ଚ ସାହିତ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri