ରୁଷିଆର ଆର୍ଥିକ ସ୍ଥିତି ସଙ୍କଟରେ, ୧୧୬ କୁବେରଙ୍କର ୧୨୬ ଶହ କୋଟି ଡଲାର କ୍ଷତି …

ମସ୍କୋ,୨୮।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏହା ଯୋଗୁ ରୁଷିଆର ଆର୍ଥିକ ସ୍ଥିତି ସଙ୍କଟ ଦେଇ ଗତି କରୁଛି। ଦେଶର ୧୧୬ କୁବେରଙ୍କର ଇତିମଧ୍ୟରେ ୧୨୬ ଶହ କୋଟି ଡଲାର କ୍ଷତି ହୋଇଛି। ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ଇତିମଧ୍ୟରେ କ୍ରେମଲିନ୍‌ରେ ଏକ ବୈଠକରେ ଯୁଦ୍ଧର ସ୍ଥିତି ସମୀକ୍ଷା କରିଛନ୍ତି।

ବୈଠକରେ ୧୩ ଜଣ କୁବେର ଉପସ୍ଥିତ ଥିଲେ। ପୁଟିନ୍‌ ବୈଠକରେ କହିଛନ୍ତି ଯେ, ଏଭଳି କରିବା ଛଡ଼ା ଅନ୍ୟ କୌଣସି ବିକଳ୍ପ ନ ଥିଲା। ବାଧ୍ୟ ହୋଇ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ତେବେ ଜଣେ ମଧ୍ୟ କୁବେର ଏହାର କୌଣସି ଉତ୍ତର ଦେଇ ନ ଥିଲେ ବୋଲି କୁହାଯାଉଛି।

ରୁଷିଆ ମୁଦ୍ରା ରୁବେଲର ମୂଲ୍ୟ କ୍ରମାଗତ କମିବାରେ ଲାଗିଛି। ଏହା ଦେଶର ଅର୍ଥନୀତି ପାଇଁ ନୂଆ ସଙ୍କଟ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ…

ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର…

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

ଦେଶର ଏହି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇନି ଭାଜପା; ସଂଖ୍ୟା ଜାଣିଲେ ତାଜୁବ ହେବେ…

୧୪ ଏପ୍ରିଲ ୨୦୨୬ ବିହାର ରାଜନୀତିରେ ଏକ ପ୍ରମୁଖ ପରିବର୍ତ୍ତନର କାରଣ ହୋଇଥିଲା। ବିଶେଷକରି, ସମ୍ରାଟ ଚୌଧୁରୀଙ୍କୁ ବିହାରରେ ଭାଜପା ବିଧାୟକ ଦଳର ନେତା ଭାବରେ ନିର୍ୱାଚିତ…

ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ

ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି…

୮ କୋଟିରୁ ଅଧିକ ସମ୍ପତ୍ତି, ବାର୍ଷିକ ଆୟ ୧୭ ଲକ୍ଷ! ବିହାର ନୂଆ ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି ଜାଣିଲେ ଚମକି ପଡିବେ?

ପାଟନା,୧୪।୪: ବିହାର ରାଜନୀତିରେ ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ତାରାପୁର ନିର୍ୱାଚନମଣ୍ଡଳୀର ବିଧାୟକ ଏବଂ ଭାରତୀୟ ଜନତା ପାର୍ଟି (ଭାଜପା)ର ଜଣେ ପ୍ରମୁଖ ନେତା ସମ୍ରାଟ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri