ୟୁକ୍ରେନ୍‌ ଉପରେ ରୁଷିଆର ବଡ଼ ଧରଣର ଆକ୍ରମଣ, ୭ ମୃତ-୬୭ ଆହତ, ଆବର୍ଜନା ତଳେ ଦବି ହୋଇ ରହିଛନ୍ତି ଲୋକେ…

କିଭ୍‌,୧୩।୮ : ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ଜାରି ରହିଛି। ରୁଷିଆର ସେନା ପୂର୍ବ ୟୁକ୍ରେନର ପୋକ୍ରୋଭସ୍କ ସହର ଉପରେ ବଡ଼ ଧରଣର ଆକ୍ରମଣ କରିଛି। ଏଥିରେ ଦୁଇ ଶିଶୁଙ୍କ ସମେତ ୭ ଜଣଙ୍କର ମୃତ୍ୟୁ ଘଟିଛି। ୬୭ ଜଣ ଆହତ ହୋଇଛନ୍ତି। ମୃତାହତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ରହିଛି। ଉଦ୍ଧାରକାରୀମାନେ ସହରରେ ଭାଙ୍ଗିଯାଇଥିବା କୋଠାର ଅଳିଆ ଆବର୍ଜନା ଖୋଜି ଲୋକଙ୍କୁ ଉଦ୍ଧାର କରୁଛନ୍ତି।

ପୋକ୍ରୋଭସ୍କ ପୂର୍ବ ସୀମା ଠାରୁ ମାତ୍ର ୫୦ କିଲୋମିଟର ଦୂରରେ ଏହି ଆକ୍ରମଣ ହୋଇଛି। ଉଦ୍ଧାରକାରୀମାନେ ପାଞ୍ଚ ମହଲା କୋଠାର ଅଳିଆ ଗଦାରୁ ଆହତମାନଙ୍କୁ ଆମ୍ବୁଲାନ୍ସରେ ନେଇଥିବାର ଭିଡ଼ିଓରେ ଦେଖିବାକୁ ମିଳିଛି।

ୟୁକ୍ରେନର ଆଭ୍ୟନ୍ତରୀଣ ମନ୍ତ୍ରୀ ଇଗୋର କ୍ଲିମେଙ୍କୋଙ୍କ ଅନୁଯାୟୀ, ମୃତକଙ୍କ ମଧ୍ୟରେ ଡୋନେଟସ୍କ ଅଞ୍ଚଳର ଜଣେ ଉଚ୍ଚ ଜରୁରୀକାଳୀନ ଅଧିକାରୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ନିକ୍‌ କରିବାକୁ ଯାଇ ପାଓ୍ବାର ଚ୍ୟାନେଲ ପାଣିରେ ବୁଡ଼ି ଛାତ୍ର ନିଖୋଜ, ପ୍ରଖର ସ୍ରୋତରେ ଭାସି…

ସମ୍ବଲପୁର,୭ା୬(ପ୍ରମୋଦ ବହିଦାର): ପିକ୍‌ନିକ୍‌ କରିବାକୁ ଯାଇଥିବା ବେଳେ ଘଟିଛି ଏକ ଅଭାବନୀୟ ଘଟଣା। ପାଣିରେ ବୁଡ଼ି ଜଣେ ମେଧାବୀ ଛାତ୍ର ନିଖୋଜ ହୋଇଯାଇଥିବା ଖବର ହସ୍ତଗତ ହୋଇଛି।…

ଆଳି ମର୍ଡର କେସ୍‌: ସିନ୍‌ ରିକ୍ରିଏଶନ କଲା ପୋଲିସ, ଘଟଣାସ୍ଥଳରୁ ଲୁହାରଡ୍‌ ସହ ୩ ଅଭିଯୁକ୍ତ ଦେଖାଇଲେ…

ଆଳି,୭ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ମହାଦେଇପାଟଣା ଗ୍ରାମର ଗୌରାଙ୍ଗ ହତ୍ୟାକାଣ୍ଡ ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତଙ୍କୁ ନେଇ ପୋଲିସର ତନାଘନା ଆରମ୍ଭ ହୋଇଛି। ଜିଲା ପୋଲିସ…

ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳଙ୍କ ଘର ଉପରକୁ ବୋମାମାଡ଼ ଘଟଣା: ବାପି ସର୍ଖେଲଙ୍କୁ ଟାର୍ଗେଟ୍‌ କରି ଏକାଠି ହେଲେ…

ପାରାଦୀପ,୭ା୬(ଶରତ ରାଉତ): ପାରାଦୀପ ପୌରାଧ୍ୟକ୍ଷ ବସନ୍ତ ବିଶ୍ବାଳଙ୍କ ଘର ଉପରେ ଗତମାସ ୩୦ ତାରିଖରେ ପେଟ୍ରୋଲ ବୋମାମାଡ଼ ହୋଇଥିଲା। ଉକ୍ତ ଘଟଣାକୁ ନେଇ ରବିବାର ପାରାଦୀପ ରାଜନୀତି…

‘ସ୍ବପ୍ନ ପୂରଣ ହେଲା..’, ବିରାଟ କୋହଲିଙ୍କୁ ନେଇ ଏମିତି କଥା କହିଲେ ବୈଭବ ସୂର୍ଯ୍ୟବଂଶୀ, ଏବେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୭।୬: ଯଦିଓ RCB GTକୁ ପରାସ୍ତ କରି IPL 2026 ଟାଇଟଲ ଜିତିଥିଲା, କିନ୍ତୁ 19ତମ ସିଜିନ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଦର୍ଶନ ପାଇଁ ମନେ ରହିବ। ବୈଭବ…

ଦାବି ପୂରଣ ନ ହେଲେ ଆସନ୍ତାକାଲିଠାରୁ ଅନିର୍ଦ୍ଦିଷ୍ଟ କାଳ ଯାଏ ଧାରଣା, ଚେତାବନୀ ଦେଇ…

କେସିଙ୍ଗା,୭ା୬(ତୁମେଶ୍ୱର ସାହୁ): ଅଲ ଓଡ଼ିଶା ରାଇସ୍‌ ମିଲର୍ସ ଆସୋସିଏଶନ ରାଜ୍ୟ ସରକାରଙ୍କୁ ୯ ଦଫା ସମ୍ବଳିତ ଦାବି ନେଇ ଦୀର୍ଘ ଦୁଇବର୍ଷରୁ ଦାବି କରି ଆସୁଛି। କିନ୍ତୁ…

ଅଧିନାୟକ ପଦ ଯିବା ପରେ ସନ୍ୟାସ ନେଲେ ସୂର୍ଯ୍ୟକୁମାର? ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ

ନୂଆଦିଲ୍ଲୀ,୭।୬: ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ଟିମ ଇଣ୍ଡିଆର ଇଂଲଣ୍ଡ ଏବଂ ଆୟର୍ଲାଣ୍ଡ ଗସ୍ତ ପାଇଁ ଚୟନ କରାଯାଇ ନଥିଲା। ତାଙ୍କ ସ୍ଥାନରେ ଶ୍ରେୟସ…

ବନ୍ଧୁକ ସହ ଜୀବନ୍ତ ଗୁଳି ଧରି ଚାଲାଣ କରୁଥିଲେ କଫ ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶନିବାର ଚାଲାଣ ବେଳେ କଫ ସିରପ୍‌ ଜବତ କରିଛି। ଏହି କାରବାରରେ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ…

TMCରେ ବିଦ୍ରୋହ ମଧ୍ୟରେ ମମତାଙ୍କ ବଡ଼ ବଦକ୍ଷେପ, କଟିଲା ଅଭିଷେକଙ୍କ ଡେଣା!

କୋଲକାତା,୭।୬: ପଶ୍ଚିମବଙ୍ଗରେ ପରାଜୟ ପରେ, ତୃଣମୂଳ କଂଗ୍ରେସ ଆଭ୍ୟନ୍ତରୀଣ ଅସନ୍ତୋଷ ସହିତ ସଂଘର୍ଷ କରୁଛି; ଏହାର ଜବାବରେ, ମମତା ବାନାର୍ଜୀ ସମଗ୍ର ସଂଗଠନର ଗଠନକୁ ଭାଙ୍ଗି ଦେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri