ରୁଷିଆର ତୈଳ ଡିପୋ ଜଳିଗଲା

ମସ୍କୋ, ୨୬ା୪: ୟୁକ୍ରେନ୍‌ ସୀମା ନିକଟ ରୁଷୀୟ ସହର ବ୍ରିୟାନ୍‌ସ୍କରେ ଥିବା ଏକ ତୈଳ ଡିପୋ ସୋମବାର ଜଳିଯାଇଛି। ନିଆଁ ଲାଗିବାର କାରଣ ଜଣାପଡି ନ ଥିବାବେଳେ କେହି ମୃତାହତ ହୋଇଥିବା ନେଇ ଜଣାପଡ଼ିନାହିଁ। ପ୍ରଥମେ ବଡ଼ ଧରଣର ବିସ୍ଫୋରଣ ଶବ୍ଦ ହେବା ପରେ ସ୍ଥାନୀୟ ଲୋକେ ସେଠାରେ ସାଇରନ୍‌ ଶୁଣିବାକୁ ପାଇଥିଲେ। ଏଥିରେ ୧୦ ହଜାର ଟନ୍‌ର ଡିଜେଲ ଟ୍ୟାଙ୍କରେ ନିଆଁ ଲାଗିଥିବା କୁହାଯାଉଛି। ସେହିପରି ଫୋକିନ୍‌ସ୍କି ଜିଲାରେ ଆଉ ଏକ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ଗତ ଗୁରୁବାର ରୁଷିଆର ଏକ ମିଲିଟାରୀ ରିସର୍ଚ୍ଚ ଫ୍ୟାକ୍ଟ୍ରିରେ ନିଆଁ ଲାଗି ୧୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ଏହାର କାରଣ ମଧ୍ୟ ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

ହର୍ମୁଜକୁ ଟ୍ରମ୍ପ ନେଲେ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି: ସାରା ବିଶ୍ୱରେ ହଲଚଲ

ଓ୍ବାଶିଂଟନ୍‌,୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ତାର ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri