Odisha Elections 2024

ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ରୁଷିଆର ପ୍ରସ୍ତାବ ଖାରଜ

ନ୍ୟୁୟର୍କ,୧୭।୧୦: ଗାଜାରେ ଚାଲିଥିବା ହିଂସା ଉପରେ ରୁଷିଆର ପ୍ରସ୍ତାବ ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ପ୍ରତ୍ୟାଖ୍ୟାନ କରାଯାଇଛି। ରୁଷିଆର ପ୍ରସ୍ତାବ ଗାଜାରେ ସାଧାରଣ ନାଗରିକଙ୍କ ପ୍ରତି ହୋଇଥିବା ହିଂସାକୁ ନିନ୍ଦା କରିବା ସହ ଅସ୍ତ୍ରବିରତି ଉଲ୍ଲଂଘନ କରିବାକୁ ଦାବି କରିଛି, କିନ୍ତୁ ଏଥିରେ ହମାସ କିମ୍ବା ଇସ୍ରାଏଲର ସାଧାରଣ ନାଗରିକଙ୍କ ଉପରେ ହୋଇଥିବା ବର୍ବର ଆକ୍ରମଣ ବିଷୟରେ ଉଲ୍ଲେଖ କରାଯାଇ ନାହିଁ। ଏଭଳି ପରିସ୍ଥିତିରେ ପାଶ୍ଚାତ୍ୟ ଦେଶମାନେ ଏହି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ୧୫ ସଦସ୍ୟ ବିଶିଷ୍ଟ ସୁରକ୍ଷା ପରିଷଦରେ ଏହି ସଂକଳ୍ପ ପାରିତ କରିବାକୁ ନଅଟି ଭୋଟ ଆବଶ୍ୟକ ଥିଲା, ମାତ୍ର ଚାରିଟି ଦେଶ ଏହି ସଂକଳ୍ପକୁ ସମର୍ଥନ କରି ଭୋଟ ଦେଇଥିଲେ। ଚାରି ଦେଶ ଏହାକୁ ବିରୋଧ କରିଥିଲେ।
ରୁଷିଆର ପ୍ରସ୍ତାବକୁ ସମର୍ଥନ କରି ଭୋଟ ଦେଇଥିବା ଦେଶଗୁଡିକ ମଧ୍ୟରେ ଚାଇନା, ସଂଯୁକ୍ତ ଆରବ ଏମିରେଟ୍ସ, ମୋଜାମ୍ବିକ ଏବଂ ଗାବନ ଅନ୍ତର୍ଭୁକ୍ତ। ଏହି ପ୍ରସ୍ତାବ ବିରୋଧରେ ଭୋଟ ଦେଇଥିବା ଦେଶ ମଧ୍ୟରେ ଆମେରିକା, ବ୍ରିଟେନ, ଜାପାନ ଏବଂ ଫ୍ରାନ୍ସ ଅନ୍ତର୍ଭୁକ୍ତ। ଅନ୍ୟ ୬ଟି ଦେଶ ଭୋଟିଂରେ ଭାଗ ନେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେଉଁଠି ଅଛନ୍ତି ଇରାନ ରାଷ୍ଟ୍ରପତି? ଦୁର୍ଘଟଣା ଗ୍ରସ୍ତ ହେଲିକପ୍ଟର ସହ ହୋଇ ପାରୁନାହିଁ ସମ୍ପର୍କ

ତେହେରାନ,୧୯।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା, ଏହା ପରେ ଜରୁରୀକାଳୀନ ପରିସ୍ଥିତିରେ ଏହାକୁ ଅବତରଣ...

ୟୁକ୍ରେନ୍‌ର ୧୦୩ ଡ୍ରୋନ୍‌, ୧୨ ମିଶାଇଲ୍‌କୁ ଖସାଇଲା ରୁଷିଆ

ମସ୍କୋ,୧୯ା୫: ରୁଷିଆର ଏୟାର ଡିଫେନ୍ସ ଗତ ୨୪ ଘଣ୍ଟା ମଧ୍ୟରେ ୟୁକ୍ରେନ୍‌ର ୧୦୩ଟି ଡ୍ରୋନ୍‌ ଓ ୧୨ଟି ଆମେରିକା ନିର୍ମିତ ଏଟିଏସିଏମ୍‌ଏସ ମିଶାଇଲ ଖସାଇଥିବା ରବିବାର...

ବ୍ରିଟେନରେ ଶୁଭିଲା ‘ଅବକି ବାର ୪୦୦ ପାର୍‌’

ଲଣ୍ଡନ,୧୯।୫: ଏଥର ବ୍ରିଟେନର ସଂସଦ ମଇଦାନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ଲୋଗାନ ‘ଅବକି ବାର୍‌ ୪୦୦ ପାର୍‌’ ଶୁଣଇବାକୁ ମିଳିଛି। ଭାରତୀୟ ମହିଳାମାନେ ଶନିବାର ବ୍ରିଟିଶ ସଂସଦ...

ଇରାନ ରାଷ୍ଟ୍ରପତିଙ୍କୁ ନେଇ ଯାଉଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ତେହେରାନ,୧୯।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀନ ପରିସ୍ଥିତିରେ ଅବତରଣ କରାଯାଇଥିଲା।...

ମହିଳା ସଂସଦୀୟ ପ୍ରତିନିଧିତ୍ୱ କ୍ଷେତ୍ରରେ ପାକିସ୍ତାନ-ବାଂଲାଦେଶଠାରୁ ବି ପଛରେ ଭାରତ

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ପ୍ରାୟ ଶେଷ ପର୍ଯ୍ୟାୟରେ। ଫଳାଫଳ ପାଇଁ ଆଉ ୧୫ ଦିନ ବାକି ଅଛି। ସମସ୍ତ ଦଳ ସେମାନଙ୍କର ବିଜୟ ଦାବି...

ଆଜି ମହାକାଶ ଯିବେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଗୋପୀଚାନ୍ଦ

ଓ୍ବାଶିଂଟନ,୧୯ା୫: ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ ମିଶନରେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଭାବେ ଗୋପୀଚାନ୍ଦ ଥୋକାତୁରା ରବିବାର ମହାକାଶକୁ ଯାତ୍ରା କରିବେ। ପାଇଲଟ ଗୋପୀଚାନ୍ଦ...

କିର୍‌ଗିଜସ୍ତାନରେ ଭାରତୀୟ ଛାତ୍ରଙ୍କୁ ଆକ୍ରମଣ, ଘରେ ରହିବାକୁ ଦୂତାବାସର ପରାମର୍ଶ

ନୂଆଦିଲ୍ଲୀ,୧୮ା୫: କିର୍‌ଗିଜସ୍ତାନ ରାଜଧାନୀ ବିଶ୍‌କେକ୍‌ରେ କେତେଜଣ ଭାରତୀୟଙ୍କ ସମେତ ବିଦେଶୀ ଛାତ୍ର ଉତ୍ତ୍ୟକ୍ତ ଲୋକଙ୍କ ଆକ୍ରମଣର ଶିକାର ହୋଇଛନ୍ତି। ସେଠାରେ ଉତ୍ତେଜନା ଲାଗିରହିଥିବାରୁ ଭାରତୀୟମାନେ ଘରେ...

ସିଙ୍ଗାପୁରରେ କରୋନାର ନୂଆ ଓ୍ବେଭ୍‌, ୬ ଦିନରେ ୨୫,୯୦୦ ମାମଲା

ସିଙ୍ଗାପୁର, ୧୮।୫: ଦକ୍ଷିଣ-ପୂର୍ବ ଏସୀୟ ଦେଶ ସିଙ୍ଗାପୁରରେ କରୋନା ଭାଇରସ ପୁଣି ଥରେ ବ୍ୟାପିବାରେ ଲାଗିଛି। ଦେଶରେ ଗତ ୬ ଦିନ ମଧ୍ୟରେ ୨୫,୯୦୦ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri