Posted inଜାତୀୟ

ଭାରତରେ ପହଞ୍ଚିଲା ସ୍ପୁଟନିକ-ଭି ଟିକା

ନୂଆଦିଲ୍ଲୀ,୧।୫: ରୁଷରେ ପ୍ରସ୍ତୁତ ସ୍ପୁଟନିକ-ଭି କରୋନା ଟିକା ଶନିବାର ଏକ ସ୍ବତନ୍ତ୍ର ବିମାନରେ ହାଇଦ୍ରାବାଦ ବିମାନବନ୍ଦରରେ ପହଞ୍ଚିଛି। ଭାରତରେ ପ୍ରସ୍ତୁତ କୋଭିଶିଲ୍ଡ ଓ କୋଭାକ୍ସିନ ଟିକା ପରେ ରୁଷର ସ୍ପୁଟନିକ-ଭି ଟିକା ମଧ୍ୟ ଦେଶବାସୀଙ୍କୁ ଦିଆଯିବ । ବର୍ତ୍ତମାନ ଭାରତରେ କରୋନା ସଂକ୍ରମଣକୁ ରୋକିବା ପାଇଁ କୋଭିଶିଲ୍ଡ ଓ କୋଭାକ୍ସିନ ଟିକା ଦିଆଯାଉଛି । ରୁଷର ଏହି ଟିକା ଭାରତରେ ପହଞ୍ଚିବା ପରେ କରୋନା ଟିକାକରଣ ଅଭିଯାନ ଆହୁରି ଦ୍ରୁତ ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବିଧାନସଭା ନିର୍ବାଚନ: ପୋଲିସ କମିଶନର ଏବଂ ୩୨ ଇନସ୍ପେକ୍ଟରଙ୍କ ବଦଳି

ନୂଆଦିଲ୍ଲୀ, ୩୧।୧୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ପୋଲିସ କମିଶନର ଅମୂଲ୍ୟ ପଟ୍ଟନାୟକଙ୍କୁ ବଦଳି କରାଯାଇଛି। ଏହା ସହିତ ୨ ଜଣ ଅତିରିକ୍ତ କମିଶନର ଏବଂ...

ଆସାମର ଏକ ବୁଥ୍‌ରେ ଭୋଟରଙ୍କ ଠାରୁ ଦୁଇ ଗୁଣ ମତଦାନ

ଗୁଆହାଟୀ, ୫ା୪- ଆସାମର ଡିମା ହାସାଓ ଜିଲାର ଏକ ବୁଥ୍‌ରେ ପଞ୍ଜିକୃତ ଭୋଟରଙ୍କ ସଂଖ୍ୟା ୯୦ ହୋଇଥିବାବେଳେ ୧୮୧ ମତଦାନ ହୋଇଛି। ଏହି ଘଟଣାରେ ୬...

ପୁଣି ବିହାର ନିର୍ବାଚନରେ ବାଧକ ସାଜିଲା କରୋନା ଭାଇରସ

ପାଟନା,୨୪ ।୧୦: ବିହାର ନିର୍ବାଚନ ପାଖେଇ ଆସୁଥିବା ବେଳେ ଏନ୍‌ଡିଏର ଜଣେ ପରେ ଜଣେ ଷ୍ଟାର ପ୍ରଚାରକ କରୋନା ସଂକ୍ରମଣ ହେବା ଚିନ୍ତା ବଢାଇ ଦେଇଛି...

ଜମ୍ମୁ-କଶ୍ମୀରରେ କାର୍ଯ୍ୟକ୍ଷମ ହେଲା ୨ଜି ମୋବାଇଲ ଇଣ୍ଟରନେଟ ସେବା

ଶ୍ରୀନଗର,୨୫।୧: ଦୀର୍ଘ ୫ ମାସ ପରେ ଜମ୍ମୁ-କଶ୍ମୀରରେ ୨ଜି ମୋବାଇଲ ଇଣ୍ଟରନେଟ ସେବା କାର୍ଯ୍ୟକ୍ଷମ ହୋଇଛି। ଶନିବାରଠାରୁ କଶ୍ମୀର ଭ୍ୟାଲିରେ ଏହି ମୋବାଇଲ ସେବା କାର୍ଯ୍ୟକ୍ଷମ...

ମହାରାଷ୍ଟ୍ରରେ ଏନ୍‌ଡିଏ, ହରିୟାଣାରେ ଝୁଲା

ନୂଆଦିଲ୍ଲୀ,୨୫-୧୦(ପି.ଟି.):ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଶାସକ ଭାଜପା-ଶିବସେନା ମେଣ୍ଟକୁ ପୁଣିଥରେ ସରକାର ଗଠନ ପାଇଁ ସ୍ପଷ୍ଟ ଜନାଦେଶ ମିଳିଥିବାବେଳେ ହରିୟାଣାରେ ଗୈରିକ ଦଳ ସବୁଠୁ ବଡ଼ ଦଳ...

କମୁନି ଲୋକପ୍ରିୟତା: ୧୩ଟି ଦେଶର ମୁଖ୍ୟଙ୍କୁ ପଛରେ ପକାଇ ବିଶ୍ୱର ସବୁଠୁ ପସନ୍ଦର ନେତା ହେଲେ ମୋଦି

ନୂଆଦିଲ୍ଲୀ,୧୮।୬: କରୋନା କାଳରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁନିଆର ସବୁଠାରୁ ଅଧିକ ଲୋକପ୍ରିୟ ନେତାଙ୍କ ମଧ୍ୟରେ ପ୍ରଥମ ସ୍ଥାନରେ ଅଛନ୍ତି। ଆମେରିକାର ଡାଟା ଇଣ୍ଟେଲିଜେନ୍ସ...

ହିମାଚଳପ୍ରଦେଶରେ ବର୍ଷା ବିତ୍ପାତ

ଧର୍ମଶାଳା(ହିମାଚଳ ପ୍ରଦେଶ), ୧୩ା୭: ଦକ୍ଷିଣ-ପଶ୍ଚିମ ମୌସୁମୀଜନିତ ବର୍ଷା ହିମାଚଳପ୍ରଦେଶରେ ବିପର୍ଯ୍ୟୟ ସୃଷ୍ଟି କରିଛି। ରାଜ୍ୟର ଅନେକ ସ୍ଥାନରେ ରବିବାର ରାତିରେ ବାଦଲଫଟା ବର୍ଷା ଯୋଗୁ ବନ୍ୟା...

ସାଧାରଣତନ୍ତ୍ର ଦିବସ ମୁଖ୍ୟ ଅତିଥି: ବ୍ରାଜିଲ୍‌ ରାଷ୍ଟ୍ରପତି ବୋଲସୋନାରୋ; ପ୍ରଥମ ଥର ପାଇଁ ଆସୁଛନ୍ତି ୪ ଦିନିଆ ଭାରତ ଗସ୍ତରେ

ନୂଆଦିଲ୍ଲୀ,୨୧।୧: ପ୍ରଥମ ଥର ପାଇଁ ୪ ଦିନିଆ ଭାରତ ଗସ୍ତରେ ବ୍ରାଜିଲ୍‌ ରାଷ୍ଟ୍ରପତି ଜୈର୍‌ ବୋଲସୋନାରୋ ଆସୁଛନ୍ତି। ସେ ସାଧାରଣତନ୍ତ୍ର ଦିବସ ମୁଖ୍ୟ ଅତିଥି ଭାବେ...

Advertisement


Archives

Model This Week