ରୁଷିଆର ଆଣବିକ ଅସ୍ତ୍ର ବ୍ୟବହାର ମାନବିକତା ପାଇଁ ଏକ ବଡ଼ ବିପଦ: କିଶିଦା…

ଟୋକିଓ/ ମସ୍କୋ,୨୨।୧୦: ବିଶ୍ୱର ରଣନୀତିକ ପରିସ୍ଥିତି ବଦଳିବା ସହିତ ପରମାଣୁ ଅସ୍ତ୍ରର ବିପଦ ମଧ୍ୟ ବଦଳି ଯାଉଛି। ଗୋଟିଏ ପଟେ ରୁଷିଆ ପରମାଣୁ ଅସ୍ତ୍ରଶସ୍ତ୍ରର ବ୍ୟବହାର ବିଷୟରେ ଖୋଲାଖୋଲି ଚେତାବନୀ ଦେଉଛି। ସେହିପରି ଚାଇନା ମଧ୍ୟ ପରମାଣୁ କ୍ଷମତା ବୃଦ୍ଧି କରିବା ଯୋଜନା ଜାରି ରଖିଛି। ଏଭଳି ପରିସ୍ଥିତିରେ ବିଶ୍ୱ ସାମ୍ନାରେ ପରମାଣୁ ଅସ୍ତ୍ରଶସ୍ତ୍ର ନେଇ ଏକ ବଡ଼ ଆହ୍ବାନ ସୃଷ୍ଟି ହୋଇଛି।

ଏପରିସ୍ଥଳେ ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ରୁଷିଆ ବିରୋଧରେ ଅଭିଯୋଗ ଆଣିଛନ୍ତି। ରୁଷିଆ ଆଣବିକ ଅସ୍ତ୍ର ବ୍ୟବହାର କରିଥିବା ସେ କହିଛନ୍ତି। କିସିସା କହିଛନ୍ତି ରୁଷିଆର ଆଣବିକ ଅସ୍ତ୍ର ବ୍ୟବହାର ମାନବିକତା ପାଇଁ ଏକ ବଡ଼ ବିପଦ। ଏଭଳି ଅସ୍ତ୍ର ବ୍ୟବହାର କରିବା ପାଇଁ ରୁଷିଆର ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଧମକ ଅନ୍ତର୍ଜାତୀୟ ସ୍ତରରେ ଶାନ୍ତି ଏବଂ ନିରାପତ୍ତା ପାଇଁ ଏକ ଗୁରୁତର ବିପଦ ସୃଷ୍ଟି କରିଛି। ଏହା କେବେ ମଧ୍ୟ ଗ୍ରହଣୀୟ ନୁହେଁ। ଯଦି ଏହା ଘଟେ, ଏହା ମାନବିକତା ଉପରେ ଏକ ବଡ଼ ଆକ୍ରମଣ ଭଳି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକାର ସମର୍ଥନ

ଓ୍ବାଶିଂଟନ,୧୮ା୪: ଏକବିଂଶ ଶତାବ୍ଦୀର ବିଶ୍ୱର ପ୍ରତିଫଳନ ପାଇଁ ସୁରକ୍ଷା ପରିଷଦ ସମେତ ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକା ସମର୍ଥନ ଜଣାଇଛି। ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri