ମେ’ ୯ରେ ରୁଷିଆ ବିଜୟ ଦିବସ ପରେଡ୍‌: ଯୋଗଦେବା ପାଇଁ ମୋଦିଙ୍କୁ ନିମନ୍ତ୍ରଣ

ମସ୍କୋ,୯ା୪: ରୁଷିଆରେ ମେ’ ୯ରେ ପାଳିତ ହେବାକୁ ଥିବା ୮୦ତମ ବିଜୟ ଦିବସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମସ୍କୋ ନିମନ୍ତ୍ରଣ କରିଛି। ଏନେଇ ରୁଷିଆର ବହିର୍ବ୍ୟାପାର ଉପମନ୍ତ୍ରୀ ଆଣ୍ଡ୍ରେୟ ରୁଡେଙ୍କୋ ବୁଧବାର ସୂଚନା ଦେଇଛନ୍ତି।

ଦ୍ୱିତୀୟ ବିଶ୍ୱଯୁଦ୍ଧ ଚାଲିଥିବାବେଳେ ୧୯୪୫ ଜାନୁଆରୀରେ ସୋଭିଏଟ୍‌ ଆର୍ମି ଜର୍ମାନୀ ଉପରେ ଆକ୍ରମଣ କରିଥିଲା। ମେ’ ୯ରେ ସୋଭିଏଟ୍‌ ସଂଘ ବିଜୟ ହାସଲ କରିଥିଲା। ଜର୍ମାନୀ ସୋଭିଏଟ୍‌ ୟୁନିୟନ୍‌ ନିକଟରେ ନିଃସର୍ତ୍ତ ଆମତ୍ସମର୍ପଣ ସକାଶେ ଏକ ଚୁକ୍ତିରେ ସ୍ବାକ୍ଷର କରିବା ପରେ ଯୁଦ୍ଧାବସାନ ହୋଇଥିଲା। ଏହାର ୮୦ତମ ବର୍ଷପୂର୍ତ୍ତି ପାଳନ ହେବାକୁ ଯାଉଥିବାରୁ ମସ୍କୋ ମୋଦିଙ୍କୁ ଏଥିରେ ଅତିଥି ରୂପେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଛି।



Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଯୁଦ୍ଧ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲା ଇସ୍ରାଏଲ, ନେତାନ୍ୟାହୁ କରିବେ ଏମିତି କାମ, ଇରାନ କାବା

ନୂଆଦିଲ୍ଲୀ,୧।୪: ଇରାନ ବିରୁଦ୍ଧରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ନୂତନ ଏବଂ ପ୍ରମୁଖ ରଣନୈତିକ ପଦକ୍ଷେପର ସଙ୍କେତ ଦେଇଛନ୍ତି। ନେତାନ୍ୟାହୁ କହିଛନ୍ତି…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri