ଛକା, ଚୌକା ବର୍ଷା କଲେ ଋତୁରାଜ-କନଓ୍ବେ

ପୁଣେ,୧।୫: ସନରାଇଜର୍ସ ହାଇଦ୍ରାବାଦ୍‌ ବୋଲରଙ୍କ ସହ କେବଳ ଛକା ଓ ଚୌକାରେ କଥାବାର୍ତ୍ତା କରିଥିଲେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓପନର ଋତୁରାଜ ଗାଏକ୍ୱାଡ ଏବଂ ଡେଭନ କନଓ୍ବେ। ଆରମ୍ଭରୁ ଶେଷ ପର୍ଯ୍ୟନ୍ତ କୌଣସି ବୋଲରଙ୍କୁ କ୍ଷମା ଦେଲେ ନାହିଁ। ଏପରି କି ନିୟମିତ ୧୫୦ରୁ ଊର୍ଦ୍ଧ୍ୱ କିମି ଗତିରେ ବୋଲିଂ କରୁଥିବା ଉମ୍ରାନ ମଲିକ ମଧ୍ୟ ବର୍ତ୍ତି ପାରି ନ ଥିଲେ। ଦୁଇ ଓପନର ୧୭.୫ ଓଭରରେ ୧୮୨ ରନ୍‌ ଯୋଡ଼ିଥିଲେ। ଶତକଠାରୁ ମାତ୍ର ୧ ରନ୍‌ ଦୂରରେ ଥିବା ବେଳେ ଋତୁରାଜ ଦୁର୍ଭାଗ୍ୟବଶତଃ ଭାବେ କ୍ୟାଚ୍‌ ଆଉଟ୍‌ ହୋଇଥିଲେ। ସେ ୫୭ ବଲରେ ୯୯ ରନ୍‌ର ପାଳି ଖେଳିଥିଲେ। ତାଙ୍କ ପାଳିରେ ୬ ଲେଖାଏ ଚୌକା ଓ ଛକା ସାମିଲ ଥିଲା। ଏହି ଭାଗୀଦାରିରେ ଦୁଇ ବ୍ୟାଟର ମିଳିତ ଭାବେ ୧୨ ଚୌକା ଓ ୧୦ ଛକା ଲଗାଇଥିଲେ। ତା’ ପରେ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ(୮), ରବୀନ୍ଦ୍ର ଜାଡେଜା(୧)ଙ୍କ ସହ ମିଶି ଡେଭନ ଦଳୀୟ ସ୍କୋରକୁ ୨୦୨/୨ରେ ପହଞ୍ଚାଇଥିଲେ। କନଓ୍ବେ ୫୫ ବଲରେ ୮୫ ରନ୍‌ କରି ଅପରାଜିତ ଥିଲେ। ତାଙ୍କ ଇନିଂସରେ ୮ ଚୌକା ଓ ୪ ଛକା ସାମିଲ ଥିଲା। ହାଇଦ୍ରାବାଦ୍‌ ଲାଗି ଟି. ନଟରାଜନ ଦୁଇଟି ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଫୁଟ୍ ଗଭୀର କୂଅ ଭିତରେ ପଡ଼ିଲେ ବୃଦ୍ଧା

ପାଟଣା, ୧୨/୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡି ପଞ୍ଚାୟତ ନେଉଳିପଶି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସୋମବାର ରାତିରେ ଶୌଚ…

ଡହଡହ ଖରାରେ ଘଣ୍ଟା ଘଣ୍ଟା ବିଦ୍ୟୁତ୍‌ କାଟ, ସହାୟତା ନମ୍ବରକୁ ଫୋନ କଲେ…

ଦାମନଯୋଡି,୧୨ା୫(ନରସିଂହ ବ୍ରହ୍ମା): ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମଗ୍ର ରାଜ୍ୟରେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ପାଇଁ ସରକାର ଘୋଷଣା କରିଛନ୍ତି। କୋରାପୁଟ ଜିଲା ସେମିଳିଗୁଡ଼ା ଓ…

ବଲାଙ୍ଗୀର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ନର୍ସିଂ ଛାତ୍ରୀଙ୍କ ସାଇକଲ ଚୋରି, ସିସିଟିଭିରେ ରେକର୍ଡ

ବଲାଙ୍ଗୀର,୧୨।୫(ସୁନିଲ କୁମାର ମହାନ୍ତି): ହସ୍ପିଟାଲ ଭିତରେ ପୀଡିତ ରୋଗୀଙ୍କୁ ସେବା ଯୋଗାଉଥିବାବେଳେ ଜଣେ ନର୍ସିଂ ଛାତ୍ରୀଙ୍କ ସାଇକଲକୁ ହସ୍ପିଟାଲ ପରିସରରୁ ଜଣେ ଦୁର୍ବୃତ୍ତ ଚୋରି କରିଥିବା ଅଭିଯୋଗ…

ଯୌତୁକ ପାଇଁ ବଧୂ ହତ୍ୟା: ସ୍ୱାମୀ, ଶାଶୁ , ଶଶୁର ଗିରଫ

ନନ୍ଦପୁର,୧୨।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖୁର୍ଜୀ ପଞ୍ଚାୟତ ନନ୍ଦୀଗାଁରେ ସୋମବାର ଜଣେ ନବବିବାହିତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାରେ ନୂଆ ମୋଡ଼…

NEET-UG ପରୀକ୍ଷା ବାତିଲ; ସମାଲୋଚନା କଲେ ନବୀନ, ପରୀକ୍ଷାର୍ଥୀଙ୍କ ପ୍ରତି ବିଶ୍ୱାସଘାତକତା…

ଭୁବନେଶ୍ବର,୧୨।୫: NEET- UG ୨୦୨୬ ପରୀକ୍ଷାକୁ NTA ବାତିଲ କରିଛି । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ମେ ୩ ତାରିଖରେ ହୋଇଥିବା ପରୀକ୍ଷା ରଦ୍ଦ  କରାଯାଇଛି ।…

ରାମଚନ୍ଦ୍ରପୁରରେ ଟ୍ରେନ ରହଣି ଦାବି

ଲାଞ୍ଜିଗଡ଼, ୧୨।୫ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ଗୋବର୍ଦ୍ଧନପୁର ପଞ୍ଚାୟତର ରାମଚନ୍ଦ୍ରପୁର ପାସେଞ୍ଜର ହଲଟରେ ଟ୍ରେନ ରହଣି ଦାବି କରି ରେଳଯାତ୍ରୀ…

ମତୁଆଳି ଗ୍ରାମରେ ଦନ୍ତା ହାତୀର ଜଳକ୍ରୀଡା, ଆତଙ୍କିତ ଗ୍ରାମବାସୀ

ଦେବଗଡ,୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲ୍ଲା ବାରକୋଟ ବ୍ଳକ ଦେବଗଡ ବନଖଣ୍ଡ ଦନ୍ତାରିବାହାଲ ଗ୍ରାମରେ ଦନ୍ତା ହାତୀଙ୍କ ଆତଙ୍କ ଦେଖିବାକୁ ମିଳିଛି । ଗାଁର ମତୁଆଳି ନାଳରେ…

ମନ୍ଦିରରୁ ବଡ଼ ଧରଣର ଚୋରି: ହୁଣ୍ଡି ଭାଙ୍ଗି ନେଇଗଲେ ଲକ୍ଷାଧିକ ଟଙ୍କା ସହ ଅଳଙ୍କାର

ରାୟଗଡ଼ା,୧୨।୫: ରାୟଗଡ଼ା ସାଇଲେଶ୍ୱର ମନ୍ଦିରରୁ ଏକ ବଡ଼ ଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଇଛନ୍ତି। ମିଳିଥିବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri